-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜନୀତି

ଉପନିର୍ବାଚନ ପାଇଁ ମତଦାନ ଜାରି । ସନ୍ଧ୍ୟା ୫ଟା ସୁଦ୍ଧା ୬୮.୦୮% ମତଦାନ । ବାଲେଶ୍ୱରରେ ୫ଟା ସୁଦ୍ଧା ୬୮.୧୯% ମତଦାନ । ତିର୍ତ୍ତୋଲରେ ୬୭.୯୭ % ମତଦାନ ରେକର୍ଡ!!*

03-Nov-2020



 ଉପନିର୍ବାଚନ ପାଇଁ ଦୁଇଟି ଆସନରେ ଜାରି ରହିଛି ମତଦାନ । ସନ୍ଧ୍ୟା ୫ଟା ସୁଦ୍ଧା ୬୮.୦୮% ମତଦାନ ରେକର୍ଡ ହୋଇଛି । ବାଲେଶ୍ୱରରେ ୫ଟା ସୁଦ୍ଧା ୬୮.୧୯% ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୭.୯୭ % ମତଦାନ ରେକର୍ଡ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି  ପ୍ରଥମେ ସକାଳ ୯ଟାରେ ୧୨.୧୧ ପ୍ରତିଶତ ଭୋଟ୍ ପଡିଥିବା ବେଳେ ଦିନ ୧୧ଟା ସୁଦ୍ଧା ଏହା ୨୬.୨୪ ପ୍ରତିଶତ ରେକର୍ଡ ହୋଇଥିଲା । ତେବେ ବାଲେଶ୍ୱର ଆସନରେ ୧୧ଟା ସୁଦ୍ଧା ୨୭.୦୬ ଏବଂ ତିର୍ତୋଲରେ ୨୪.୯୩ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଦିନ ଗୋଟାଏ ସୁଦ୍ଧା ଏହି ଦୁଇ ଉପନିର୍ବାଚନ ଆସନରେ ମୋଟ୍ ୪୦ ଦଶମିକ ୫୧ ପ୍ରତିଶତ ମତଦାନ ହୋଇଥିଲା । ସେହିପରି ଦିନ ୩ଟା ସୁଦ୍ଧା ୫୫.୦୪ % ମତଦାନ ହୋଇଥିଲା । ବାଲେଶ୍ୱର ସଦରରେ ୫୪.୮୫ % ଓ ତିର୍ତ୍ତୋଲରେ ୫୫.୨୩ % ମତଦାନ ରେକର୍ଡ ହୋଇଥିଲା ।
ଦୁଇ ସ୍ଥାନରେ ସକାଳ ୭ ଟାରୁ ସଂଧ୍ୟା ୬ ଟା ଯାଏଁ ଚାଲିବ ମତଦାନ । ତିର୍ତୋଲରେ ୨ ଲକ୍ଷ ୩୯ ହଜାର ୧୫୩ ଜଣ ଭୋଟର ୩୭୩ ଟି ବୁଥରେ ମତଦାନ କରୁଛନ୍ତି । ସେହିପରି ବାଲେଶ୍ୱରରେ ୨ଲକ୍ଷ ୩୦ହଜାର ୨୯୭ ଜଣ ଭୋଟର ୩୪୬ଟି ବୁଥରେ ଭୋଟ ଦେଉଛନ୍ତି । କରୋନା କଟକଣା ଭିତରେ ଆରମ୍ଭ ହୋଇଛି ଭୋଟ ଗ୍ରହଣ । ମତଦାନ ସମୟରେ ଭୋଟରଙ୍କ ଧାଡି ମଧ୍ୟରେ ୬ ଫୁଟର ଦୂରତା । ମତଦାନ ଆଗରୁ ସମସ୍ତ ଭୋଟରଙ୍କ ଥର୍ମାଲ ସ୍କାନିଂ କରାଯାଉଛି । ଏହା ପରେ ହାତ ଧୋଇବା ବାଧ୍ୟତାମୂଳକ କରାଯାଇଛି । ପୋଲିଂ କର୍ମଚାରୀ ପିପିଇ କିଟ୍ ପିନ୍ଧି ପୁରା ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ସେହିପରି କରୋନା ପଜିଟିଭ୍ ବ୍ୟକ୍ତି ବି କରିପାରିବେ ମତଦାନ । ଯାହାର କରେନା ପଜିଟିଭ୍ ଥିବ, ସେମାନେ ପିପିଇ କିଟ୍ ପିନ୍ଧି ମତ ସାବ୍ୟସ୍ତ କରିପାରିବେ ।*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like