-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ନର୍ଲା ବିଜେପି ପକ୍ଷରୁ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବୀ

19-Oct-2021



କଳାହାଣ୍ଡି, ନର୍ଲା( ସଞ୍ଜୀବ ଦାସ)
ମହାଲିଙ୍ଗ ସ୍ଥିତ ସନ୍ ସାଇନ୍ ପବ୍ଲିକ ସ୍କୁଲ  ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ପ୍ରଥମେ ଅପହରଣ, ପୁଣି ଜୀବନ୍ତ ପୋଡ଼ି ତାଙ୍କୁ ପୋତି ଦିଆଗଲା । ଏଥିରେ ସ୍କୁଲର ମାଲିକ ଗୋବିନ୍ଦ ସାହୁଙ୍କ ସମ୍ପୃକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସିଧାସଳଖ ସଂପୃକ୍ତିରେ ହିଁ ଏହି ଜଘନ୍ୟ କାଣ୍ଡ ଘଟିଥିବା କଳାହାଣ୍ଡି ବିଜେପି ଦାବୀ କରିଛି । ଧରା ପଡ଼ିବା ଭୟରେ ଗୋବିନ୍ଦ ସାହୁକୁ ପୋଲିସ ଆଖି ଆଗରେ  ନିଖୋଜ କରିଦିଆ ଗଲା। ପୋଲିସ ଏବେ ଗୋବିନ୍ଦ ସାହୁକୁ ଧରିବା ପାଇଁ ଏକଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛି ଓ ଗୋବିନ୍ଦ ମଧ୍ୟ ଧରାପଡିଛି।

ମହାଲିଙ୍ଗ ସ୍ଥିତ ଉକ୍ତ ସ୍କୁଲ୍ ପରିସରରେ ନବ ନିର୍ମିତ ଷ୍ଡାଡିୟମ ତଳୁ ଜେସିବି ସାହାଯ଼୍ୟରେ ମାଟି ଖୋଳିବା ପରେ ଏକ ଅର୍ଦ୍ଧଦଗ୍ଧ ମହିଳାଙ୍କ ଶବ ଉଦ୍ଧାର ହେବାପରେ ପରିବାର ଲୋକେ ଘଟଣାସ୍ଥଳରୁ ଉଦ୍ଧାର ହୋଇଥିବା ପାଉଁଜି ଓ ସୂନାଚେନ ଚିହ୍ନଟ କରିଥିଲେ ।
ଏଥିପାଇଁ  ବାଲିପଡା ଠାରେ ମଙ୍ଗଳବାର ଅପରାହ୍ନରେ ବିଜେପି ଜିଲ୍ଲା ଉପସଭାପତି ଅନିରୁଦ୍ଧ ପଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବୀ ଓ ପରିବାରକୁ ନ୍ୟାୟ ଦାବୀରେ ମନ୍ତ୍ରୀ ଦିବ୍ୟଶଙ୍କର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରିଥିଲେ । ଏଥିରେ ନର୍ଲା ବିଧାନସଭା ମଣ୍ଡଳୀର କର୍ମୀ ଯୋଗଦାନ କରି ବିଭିନ୍ନ ନାରାବାଜୀ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like