-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ନିଜର ଜୀବନକୁ ବାଜି ଲଗାଇ ଅନ୍ୟ ର ଜୀବନ ବଞ୍ଚାଇଲେ ରେଡ଼କ୍ରସକର୍ମୀ

19-Oct-2021



  ପୁରୀ (ପ୍ରେରଣା ଖବର ବ୍ୟୁରୋ): ଆଜି ସମୟ ୨:୩୦ ଘଣ୍ଟା ସମୟରେ ପୁରୀ ହୋଟେଲରେ ସମ୍ମୁଖ ଗୋଲଡେନ ବିଚ ବେଳାଭୂମି 
 ସମୁଦ୍ରରେ  ଗାଧୋଇବା ସମୟରେ ପଶ୍ଚିମବଙ୍ଗରୁ ଆସିଥିବା  ମାଧ୍ୟବ ଚକ୍ରବର୍ତ୍ତୀ ଓ ତାଙ୍କ ସ୍ତ୍ରୀ ସୁନିତା ଚକ୍ରବର୍ତ୍ତୀ  ସମୁଦ୍ର  ଢେଉରେ ଭାସି ଗଲେ  । ଲୋକମାନେ ପାଟିତୁଣ୍ଡ କରିବକୁ ଲାଗିଲେ । ସେହି ସମୟରେ ପାଖରେ କୋୖଣସି ସେଫଗାର୍ଡ ନଥିଲେ । ଅନ୍ୟ କୋୖଣସି କଥାକୁ ଭୃକ୍ଷେପ ନକରି  ଉପସ୍ଥିତ ଥିବା ତଥା ପଂହାର ଜାଣିଥିବା ବଲାଙ୍ଗୀର ଜିଲ୍ଲାର ଡେଙ୍ଗ ହାଇସ୍କୁଲର କାର୍ଯ୍ୟରତ ଶିକ୍ଷକ ତଥା ରେଡ଼କ୍ରସ କର୍ମୀ ରାମ ନାରାୟଣ ଦାଶ ସମୁଦ୍ରରୁ ଭିତରକୁଯାଇ ଉଭୟଙ୍କୁ କୂଳକୁ ଆଣିଲେ । ଉଭୟଙ୍କ ଚେତା ନଥିଲା । ପରେ ବଲାଙ୍ଗୀର ଜିଲ୍ଲାର ଅଙ୍କରିଆପଦର ହାଇସ୍କୁଲର  ଜୁନିୟର ରେଡ଼କ୍ରସକ କାଉନସେଲର ତଥା ଫାଷ୍ଟଏଡ଼ର ରଶ୍ମିରାଣୀ ଦାଶଙ୍କ  ସହଯୋଗରେ କ୍ରାଉଡ଼ ମେନେଜମେଂଟ କରିବା ସହ 

ଫାଷ୍ଟଏଡ଼ ଦେଲାପରେ ଉଭୟ ଚେତା ଆସିଲା ।  ରେଡ଼କ୍ରସ କର୍ମୀଙ୍କ ତକ୍ଷଣାତ ସମୁଦ୍ରରୁ ଭିତରକୁ ଯାଇ ନିଜ ଜୀବନକୁ ବାଜି ଲଗାଇ , ଅନ୍ୟର ଜୀବନ ବଞ୍ଚାଇଥିବା  କାର୍ଯ୍ୟକୁ  ଦୁର୍ଘଟଣାରେ ବ୍ୟକ୍ତିଙ୍କ ଆତ୍ମୀୟଜନ, ଫୋଟୋଗ୍ରାଫର ବପୁଜୀ ରାଓ, କେ. ବାବୁ, ୟୁ ଚନ୍ଦ୍ର ରାଓ , ପରେ ଆସି ଥିବା ସେଫଗାର୍ଡ ବନ୍ଧୁଗଣ  ତଥା ଉପସ୍ଥିତ ଜନସାଧାରଣ ପ୍ରଶଂସା କରିଥିଲେ ।

ସୂଚନାଯୋଗ୍ୟ ଯେ, ରେଡକ୍ରସ ସାଧାନ କର୍ମୀ ତଥା ଶିକ୍ଷକ ଅନେକ ସାମାଜିକ କାମ କରି ବଲାଙ୍ଗିର ଜିଲ୍ଲାରେ ନିଜର ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି l କରୋନା ସଙ୍କଟ ସମୟରେ ଅସହାୟ ଲୋକଙ୍କୁ ସହଯୋଗର ହତ ବଢାଇବା ସହ ବଲାଙ୍ଗିର ଓ ସୋନପୁର ଜିଲ୍ଲାର ବିଭିନ୍ନ ସାମାଜିକ ଅନୁଷ୍ଠାନ ସହ ଶ୍ରୀ ଦାସଙ୍କ ସମ୍ପୃକ୍ତି ରହିଛି l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like