କଳାହାଣ୍ଡି (ସଂଜୀବ କୁମାର ଦାସ) କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେରଙ୍କ ମୃତ୍ୟୁକୁ ନେଇ ତେଜିଛି ରାଜନୀତି । ସେପଟେ ଘଟଣାର ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ଡ୍ରାଇଭରକୁ ଗିରଫ କରି ପଚରାଉଚରା ଆରମ୍ଭ କରିଛି ପୋଲିସ । ମୃତ୍ୟୁ ଘଟଣାରେ ପୋଲିସକୁ ବଡ଼ ସୂଚନା ମିଳିଛି । ଗୋବିନ୍ଦ ଓ ଡ୍ରାଇଭରକୁ ଜେରା ପରେ ଏହି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ପଚରାଉଚରା ପରେ ମମିତା ମୃତ୍ୟୁ ଘଟଣାର ବଡ଼ ଖୁଲାସା ହୋଇଛି । ମହାଲିଙ୍ଗ ମିଷ୍ଟ୍ରିରେ ମମିତାଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଛି ଗୋବିନ୍ଦ । ଗୋବିନ୍ଦ ସାହୁ ସମେତ ୪ ଜଣଙ୍କୁ ଅଟକ ରଖି ପୋଲିସ ଜେରା କରୁଛି । ଗୋବିନ୍ଦ ସହଯୋଗୀ ରାଧେ, ଜେସିବି ଡ୍ରାଇଭର, ଷ୍ଟାଡିୟମ ମୁନସି ଅଟକ ରଖିଛନ୍ତି ।ମିଳିଥିବା ସୂଚନା ମୁତାବକ, ୭ ତାରିଖରେ ଷ୍ଟାଡିୟମରେ ଗାତ ଖୋଳିବାକୁ ଗୋବିନ୍ଦ କହିଥିଲେ । ଦିନକ ପରେ ଗାତ ପୋତିବା ପାଇଁ ଗୋବିନ୍ଦ କହିଥିଲା । ତଳେ କାଠ ପ୍ଲାଏ ଓ ଉପରେ ଟାୟାର ରଖି ପୋଡା ଯାଇଥିବା ସୂଚନା ମିଳିଛି । ମୃତଦେହରେ ଯଥେଷ୍ଟ ପରିମାଣର ଲୁଣ ଦିଆଯାଇଥିଲା । ମମିତାଙ୍କୁ ହତ୍ୟା ପାଇଁ ପୂର୍ବରୁ ହତ୍ୟା ଷଡ଼ଯନ୍ତ୍ର କରିଥଲା ଗୋବିନ୍ଦ । ଷଡଯନ୍ତ୍ର କରି ମମିତାଙ୍କୁ ଘରୁ ଡାକିଆଣି ଅଧା ରାସ୍ତାରୁ ଗାଡ଼ିରେ ନେଇଥିଲା ଗୋବିନ୍ଦ ସାହୁ । ଭବାନୀପାଟଣାରୁ ଫେରିବା ସମୟରେ ରାସ୍ତାରେ ହତ୍ୟା କରାଯାଇଥିଲା । ମମିତାଙ୍କୁ କାର ଭିତରେ ହିଁ ହତ୍ୟା କରିଥିବା ସୂଚନା ମିଳିଛି । ହତ୍ୟାକାଣ୍ଡରେ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଥିବା ଜଣାପଡିଛି । ହତ୍ୟା ପରେ ମୃତଦେହକୁ ପୋଡ଼ିବା ପାଇଁ ଯୋଜନା ହୋଇଥିଲା । ଜେସିବି ଡ୍ରାଇଭରକୁ ଗାତ ଖୋଳିବାକୁ ନିର୍ଦ୍ଦେଶ ଦେଇଥିଲା ଗୋବିନ୍ଦ । "/>

-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ମମିତାଙ୍କ ହତ୍ୟା ଘଟଣାରେ ବଡ଼ ଖୁଲାସା, ଗୋବିନ୍ଦ ଓ ଡ୍ରାଇଭର ବଖାଣିଲେ ମୃତ୍ୟୁର କାହାଣୀ

20-Oct-2021



କଳାହାଣ୍ଡି (ସଂଜୀବ କୁମାର ଦାସ) କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେରଙ୍କ ମୃତ୍ୟୁକୁ ନେଇ ତେଜିଛି ରାଜନୀତି । ସେପଟେ ଘଟଣାର ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ଡ୍ରାଇଭରକୁ ଗିରଫ କରି ପଚରାଉଚରା ଆରମ୍ଭ କରିଛି ପୋଲିସ । ମୃତ୍ୟୁ ଘଟଣାରେ ପୋଲିସକୁ ବଡ଼ ସୂଚନା ମିଳିଛି । ଗୋବିନ୍ଦ ଓ ଡ୍ରାଇଭରକୁ ଜେରା ପରେ ଏହି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ପଚରାଉଚରା ପରେ ମମିତା ମୃତ୍ୟୁ ଘଟଣାର ବଡ଼ ଖୁଲାସା ହୋଇଛି । ମହାଲିଙ୍ଗ ମିଷ୍ଟ୍ରିରେ ମମିତାଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଛି ଗୋବିନ୍ଦ । ଗୋବିନ୍ଦ ସାହୁ ସମେତ ୪ ଜଣଙ୍କୁ ଅଟକ ରଖି ପୋଲିସ ଜେରା କରୁଛି । ଗୋବିନ୍ଦ ସହଯୋଗୀ ରାଧେ, ଜେସିବି ଡ୍ରାଇଭର, ଷ୍ଟାଡିୟମ ମୁନସି ଅଟକ ରଖିଛନ୍ତି ।ମିଳିଥିବା ସୂଚନା ମୁତାବକ, ୭ ତାରିଖରେ ଷ୍ଟାଡିୟମରେ ଗାତ ଖୋଳିବାକୁ ଗୋବିନ୍ଦ କହିଥିଲେ । ଦିନକ ପରେ ଗାତ ପୋତିବା ପାଇଁ ଗୋବିନ୍ଦ କହିଥିଲା । ତଳେ କାଠ ପ୍ଲାଏ ଓ ଉପରେ ଟାୟାର ରଖି ପୋଡା ଯାଇଥିବା ସୂଚନା ମିଳିଛି । ମୃତଦେହରେ ଯଥେଷ୍ଟ ପରିମାଣର ଲୁଣ ଦିଆଯାଇଥିଲା । ମମିତାଙ୍କୁ ହତ୍ୟା ପାଇଁ ପୂର୍ବରୁ ହତ୍ୟା ଷଡ଼ଯନ୍ତ୍ର କରିଥଲା ଗୋବିନ୍ଦ । ଷଡଯନ୍ତ୍ର କରି ମମିତାଙ୍କୁ ଘରୁ ଡାକିଆଣି ଅଧା ରାସ୍ତାରୁ ଗାଡ଼ିରେ ନେଇଥିଲା ଗୋବିନ୍ଦ ସାହୁ । ଭବାନୀପାଟଣାରୁ ଫେରିବା ସମୟରେ ରାସ୍ତାରେ ହତ୍ୟା କରାଯାଇଥିଲା । ମମିତାଙ୍କୁ କାର ଭିତରେ ହିଁ ହତ୍ୟା କରିଥିବା ସୂଚନା ମିଳିଛି । ହତ୍ୟାକାଣ୍ଡରେ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଥିବା ଜଣାପଡିଛି । ହତ୍ୟା ପରେ ମୃତଦେହକୁ ପୋଡ଼ିବା ପାଇଁ ଯୋଜନା ହୋଇଥିଲା । ଜେସିବି ଡ୍ରାଇଭରକୁ ଗାତ ଖୋଳିବାକୁ ନିର୍ଦ୍ଦେଶ ଦେଇଥିଲା ଗୋବିନ୍ଦ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like