-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ମମିତା ମର୍ଡର ମିଷ୍ଟ୍ରି : ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ସମ୍ପୃକ୍ତି ଓ ମନ୍ତ୍ରୀ ଙ୍କ ବହିଷ୍କାର ଦାବିରେ ରାଜରାସ୍ତା କୁ ଓହ୍ଲାଇଲେ ବିଭିନ୍ନ ସଂଗଠନ

20-Oct-2021



 ବଲାଙ୍ଗୀର,ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି, ଦେଓଗାଁ, ବଙ୍ଗୋମୁଣ୍ଡା, ଟିଟିଲାଗଡ, ବେଲପଡା, ପଟଣାଗଡ଼, ସିନ୍ଧେକେଲା, ତୁରେକେଲା ଓ ରାଜଖରିଆର ଆଦି ସ୍ଥାନରେ ବିଭିନ୍ନ ସଂଗଠନ ତରଫରୁ ଫେରାର ଅଭିଯୁକ୍ତ ମାମଲା. ଉଗ୍ର ରୂପ ନେବାରେ ଲାଗିଛି l ଏହାକୁ ନେଇ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସ୍ଥାନରେ ତୀବ୍ର ସମାଲୋଚନା ସହ ବିରୋଧ ପ୍ରଦର୍ଶନ  କରାଯାଉଥିବା ଜଣାଯାଇଛି । ଏ ଆଇ ଡି ଏସ୍ ଓ ତରଫରୁ ବଲାଙ୍ଗିର ଏସ୍ ପି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଅଭିଯୁକ୍ତ ମନ୍ତ୍ରୀଙ୍କ ବିରୋଧରେ ଜାଣିଶୁଣି ନବୀନ ସରକାର ନିରବ ରହି କେବଳ ଆପଣ ମାନେ ଖୁସି ତ ? ବୋଲି ପ୍ରଶ୍ନ କରୁଥିବା ବେଳେ କାହିଁକି ନିରବ ବୋଲି ବୁଦ୍ଧିଜୀବୀ ତଥା ବିଭିନ୍ନ ମହଲରେ  ଅସନ୍ତୋଷ ବୃଦ୍ଧି ପାଇଛି । ବିଜେପି ମହିଳା ମୋର୍ଚ୍ଚା ତରଫରୁ ମଧ୍ଯ ଏସ୍ ପି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଭିଯୁକ୍ତ ମନ୍ତ୍ରୀ ଙ୍କୁ ତୁରନ୍ତ ବହିଷ୍କାର କରିବା ପାଇଁ ଦାବି କରିଛନ୍ତି l ଏ ନେଇ ଜିଲ୍ଲା ପୋଲିସ ପ୍ରଶାସନ ଆଇନ ଅନୁଯାୟୀ ସମସ୍ତ ପଦକ୍ଷପ ଗ୍ରହଣ କରାଯିବ ବୋଲି ଆମକୁ ସୂଚନା ଦେଇଛନ୍ତି । ବର୍ତ୍ତମାନ ଉକ୍ତ ଅଭିଯୁକ୍ତର ସ୍ଵତନ୍ତ୍ର ଜେରା କରିବା 

ପରେ ସୂଚନା ଦେବୁ ବୋଲି କହିଛନ୍ତି ।  ଅଭିଯୁକ୍ତଙ୍କୁ  ଆମେ ଯୋଗାଯୋଗ କରିବାକୁ କହିଥିବା ବେଳେ ତାଙ୍କ ସହ ଯୋଗାଯୋଗ ହୋଇ ପାରିନାହିଁ । ଏ ନେଇ ନବୀନ ପଟ୍ଟନାୟକ ଜବାବ ଦିଅ,ବି ଜେ ଡି ସରକାର ଛି,ଛି, ଭଳି ନାରା ମାନ ଦେଉଥିବା ତଥା ସେ ନବୀନ ପଟ୍ଟନାୟକ ବୁଢା ମାଙ୍କଡ଼, ଛି, ଛି ନାରା ଦେଇ ବୃଦ୍ଧ ହୋଇ ଶାସନ ପାଇଁ ଅସମର୍ଥ ବୋଲି ଜିଲ୍ଲା ଆରକ୍ଷୀ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like