-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||     

HOME   ଜିଲ୍ଲା

ସମସ୍ୟା ରେ ଜର୍ଜରିତ କରଡ଼ା ପଞ୍ଚାୟତ : ଗ୍ରାମବାସୀଙ୍କ ସମସ୍ୟା ନ ସୁଧୁରିଲେ ଭୋଟ ବର୍ଜନ ନିଷ୍ପତି

20-Oct-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ମୋବାଇଲ ଟାୱାର ନାହିଁ ତ ଭୋଟ ନାହିଁ, ଭୋଟ କଥା ପୁରାପୁରି ଭୁଲିଯାଅ ବୋଲି ଏବେଠାରୁ ଧମକ ଦେଲେଣି କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକ କରଡ଼ା ପଞ୍ଚାୟତ ବାସି l ଆଗାମୀ ତ୍ରି ସ୍ତରୀୟ ନିର୍ବାଚନ ବର୍ଜନ କରିବାକୁ ଏହି ପଞ୍ଚାୟତ  ବାସି ଏବେଠାରୁ ନିଷ୍ପତି ନେଲେଣି lଗ୍ରାମବାସୀ କୁଆଡେ ହାତରେ ପ୍ଲାକାର୍ଡ଼ ଧରି ନାରା ଦେଇ ଗ୍ରାମପରିକ୍ରମା ମଧ୍ୟ କରିଥିଲେ l ରାଇକିଆ ବ୍ଲକ ସଦର ମହକୁମା ଠାରୁ ସତର କିଲୋମିଟର ଦୂରରେ ରହିଛି କରଡ଼ା ପଂଚାୟତ l ଉକ୍ତ ପଞ୍ଚାୟତରେ ୩ ହଜ଼ାର ୫ ଶହ ଲୋକ ବସ ବାସ କରୁଛନ୍ତି l ତେବେ ଏହି ଦୁର୍ଗମ ତଥା ମାଓ ଇଲାକା ଭାବେ ପରିଚିତ କରଡ଼ା ପଞ୍ଚାୟତ ରେ ମୋବାଇଲ ଟାୱାର ନାହିଁ l ଫଳରେ ଲୋକେ ନାହିଁ ନଥିବା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି l ଏବେ ସରକାର ଦୁଇ ବର୍ଷ ହେଲାଣି ଅ ନ ଲାଇନ କ୍ଲାସ କରୁଥିବା ବେଳେ ମୋବାଇଲ ଟାୱାର ନଥିବା ରୁ ପିଲାମାନେ ପାଠ ପଢିବା ରୁ ବଂଚିତ ହେଉଛନ୍ତି l ଟାୱାର ଗୋଟିଏ ପ୍ରତିଷ୍ଠା କରିବା ପାଇଁ ଗ୍ରାମବାସୀ ଦୀର୍ଘ ଦିନ ହେଲା ଦାବୀ କରି ଆସୁଥିଲେ ମଧ୍ୟ ଫଳ ଶୂନ l କେବଳ ଏହି ଗୋଟିଏ ସମସ୍ୟା ନୁହେଁ ପଞ୍ଚାୟତ ରେ ରାସ୍ତା ଘାଟ ଠୁ ଆରମ୍ଭ କରି ପାନୀୟ ଜଳ ଆଦି ଅନେକ ସମସ୍ୟା ରହିଛି l ସମସ୍ୟା ସମାଧାନ ପାଇଁ ନେତା ଓ ପ୍ରଶାସନି କ ଅଧିକାରୀ ଜଣାଇଲେ ବି ଶୁଣୁନଥିବା ଅଭିଯୋଗ କରିଛନ୍ତି ଲୋକେ l ଭୋଟ ଆସିଲେ ଧୋବଧାଉଳିଆ ଖୋଳ ପକାଇ ନେତା ମାନେ ଭୋଟ ପ୍ରଚାର ରେ ଆସି ମିଥ୍ୟା ପ୍ରତିଶୃତି ଦେଇଥାନ୍ତି l ଆଉ ଭୋଟ ସରିଲେ ସବୁ କିଛି ଭୁଲି ଯାଉଛନ୍ତିl ହେଲେ ଏଣିକି ଆଉ ନାହିଁ ଭୋଟ ବର୍ଜନ ପାଇଁ ଏବେଠାରୁ ନିଷ୍ପତି ନେଲେଣି ଗ୍ରାମବାସୀ ଯାହାକି ପ୍ରଶାସନକୁ ଅଡୁଆରେ ପକାଇବ l ଏଣୁ ବେଳ ଥାଉ ଥାଉ ପ୍ରଶାସନ ଏଥି ପ୍ରତି ଦୃଷ୍ଟି  ଦେବା ନିହାତି ଜରୁରୀ ବୋଲି ମତ ପ୍ରକାଶ ପାଉଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026

You Might Also Like