-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ରାଜ୍ୟ

ମମିତା ମର୍ଡର ମିଷ୍ଟ୍ରି : ମନ୍ତ୍ରୀ ଦିବ୍ୟଶଙ୍କର ଙ୍କ ବହିଷ୍କାର ଓ ଗିରଫ ଦାବିରେ ଆସନ୍ତାକାଲି ବଲାଙ୍ଗିର ବନ୍ଦ ଡାକରା ଦେଇଛି ବିଜେପି

20-Oct-2021



 ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେରଙ୍କ  ମୃତ୍ୟୁ ପରର ଘଟନାକ୍ରମ ଏବେ ରାଜ୍ୟ ରାଜନୀତିରେ ହଟ ଚମଟ ସ୍ରୁଷ୍ଟି କରିଛି l  ବଲାଙ୍ଗୀର ଝିଅ ମମିତା ମେହେରଙ୍କୁ ନ୍ୟାୟ ଦେବା ପାଇଁ ଏବଂ ଅଭିଯୁକ୍ତ ଗୋବିନ୍ଦ ସାହୁ କୁ ଫେରାର କରାଇଥିବା ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଙ୍କ ବହିଷ୍କାର ଓ ଗିରଫ ଦାବି ରେ ଭାରତୀୟ ଜନତା ପାର୍ଟି ତରଫ ରୁ  ଆସନ୍ତାକାଲି

ବଲାଙ୍ଗିର ବନ୍ଦ ର ଡାକରା ଦିଆଯାଇଛି l ଏହି ସମାନ ଦାବୀକୁ ନେଇ ଆଜି ବିଜେପି ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ଯ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଏହି ବିକ୍ଷୋଭ ପ୍ରଦର୍ଶନରେ   ବଲାଙ୍ଗୀର ସାଂସଦ  ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସୃତି ପଟ୍ଟନାୟକ, ବଲାଙ୍ଗୀର ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ଅନନ୍ତ ଦାସ ପ୍ରମୁଖ ଉପସ୍ଥିତ ରହି ମନ୍ତ୍ରୀ ଦିବ୍ୟ ଶଙ୍କରଙ୍କ ଇସ୍ତଫା ଦାବି କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like