-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଅପରାଧ

ବିଶାଲପାଲି ଛକ ନିକଟରେ ବନ୍ଧୁକ ଦେଖାଇ ଡକାୟତି, ଲୁଟି ନେଲେ ସୁନାହାର,ନଗଦ ୫ ହଜାର ଓ ବ୍ୟାଗ

20-Oct-2021



 ବିନିକା(ହିମାଂଶୁ ଶେଖର ପୁଟେଲ): ଆଜି ସଂନ୍ଧ୍ଯାରେ ବିନିକା-ଏସ ରାମପୁର ମୁଖ୍ୟ ରାସ୍ତାର ବିଶାଳପାଲି ଛକ ନିକଟରେ ୨ଟି ବାଇକ ଯୋଗେ ଆଗେପଛେ  ଯାଉଥିବା ଗୋଟିଏ ପରିବାରର ୪ ଜଣକୁ ୨ଜଣ ଅଜଣା ବ୍ୟକ୍ତି ଅଟକାଇ ଜଣଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଆଖି ପିଇଛୁଲାକେ ତାଙ୍କ ଠାରୁ ସୁନାହାର, ନଗଦ ୫ହଜାର ଟଙ୍କା ଓ ବ୍ୟାଗ ଲୁଟି ନେଇ ଚଂମ୍ପଟ ମାରିବା ଘଟଣା ରାସ୍ତାରେ ଯାଆ ଆସ କରୁଥିବା ଲୋକଙ୍କ ପାଇଁ ଅସୁରକ୍ଷିତ ହୋଇପଡିଛି l ଘଟଣାରୁ ପ୍ରକାଶ ଯେ ଆଜି ସନ୍ଧ୍ୟା ସମୟରେ  ଦେବାଶିଷ ସାହୁ.ଟଙ୍କଧର ସାହୁ,ଲଳିତ ସାହୁ ଓ ତାଙ୍କ ସ୍ତ୍ରୀ ଭଗବତୀ ସାହୁ ଉଲୁଣ୍ଡା ବ୍ଲକ କୋଟସମଲାଇ ନିଜ ଶଶୁର ଘରରୁ ୨ଟି ବାଇକ ଯୋଗେ ବିନିକା ବ୍ଲକ ସିଂଘିଯୁବା ନିଜ ଘରକୁ ଫେରୁଥିବା ବେଳେ ସଂଧ୍ୟା ହୋଇ ଯାଇଥିଲା ଫଳରେ ସ୍ତ୍ରୀ ପିନ୍ଧିଥିବା ସୁନାହାର,  କାନଫୁଲ,ନଗଦ ୫ହଜାର ଟଙ୍କା,ସମ୍ବଲପୁରୀ ଶାଢ଼ୀ ୪ ଗୋଟି ଓ ଅନ୍ୟାନ୍ୟ ସାମଗ୍ରୀକୁ ବ୍ୟାଗରେ ଭର୍ତି ଟଙ୍କଧରକୁ ଧରିବା ପାଇଁ ଦେଇଥିଲେ l ରାତି ପ୍ରାୟ ୬ଘଣ୍ଟା୩୦ମି ସମୟରେ ବିଶାଳପାଲି ଛକରେ ଥିବା ହମ୍ପସ ଅତିକ୍ରମ ବେଳେ ଗାଡ଼ିର ଗତି ଧୀରେ ହୋଇ ଯିବାରୁ କଳା ପଲସରରେ ଦୁଇ ଜଣ ଯୁବକ ହଠାତ୍ ପହଞ୍ଚି ଦେବାଶିଷସାହୁଙ୍କ ପଛରେ ବସିଥିବା ଟଙ୍କଧର  ସାହୁଙ୍କ ମୁଣ୍ଡରେ ବନ୍ଧୁକ ରଖି ଉକ୍ତ ବ୍ୟାଗକୁ ଛଡାଇ ନେଇଥିଲେ । ଘଟଣା ପରେ ରାସ୍ତାରେ ଯାଆ ଆସ କରୁଥିବା ଲୋକଙ୍କ ଭିଡ଼ ଜମିଲା l ଖବର ପାଇ ବିନିକା ପୋଲିସ ଘଟଣାସ୍ଥଳକୁ ପହଂଚି ଅନୁସନ୍ଧାନ ଆରମ୍ଭ କରିଥିବା ବେଳେ ଏନେଇ ଦେବାଶିଷ ସାହୁ ବିନିକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like