-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସହରରେ ବିଜେଡ଼ି ର କରୋନା ସଚେତନତା ଅଭିଯାନ

03-Nov-2020



ବଲାଙ୍ଗିର, (ପ୍ରେରଣା ଖବର) : ବିଜୁ ଜନତା ଦଳ କୋଭିଡ ମହାମାରୀ ସଂପର୍କରେ ରାଜ୍ୟବାସୀଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ନଭେମ୍ବର ୨ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ ଜନ ସଚେତନତା ଅଭିଯାନ ଅୟୋଜନ କରୁଛି । ସେହିକ୍ରମରେ ପୁର୍ବତନ ସାଂସଦ କଳିକେଶ ସିଂଦେଓଙ୍କ ନେତୃତ୍ୱରେ ପୁର୍ବରୁ ବାଲାଙ୍ଗିର ଓ ଦେଓଗାଁ ବ୍ଲକରେ ଏହି ଅଭିଯାନ କାରାଯାଇଥିବା ବେଳେ ଆଜି ବଲାଙ୍ଗିର ସହରରେ ଅର୍କେଶ ସିଂଦେଓଙ୍କ ନେତୃତ୍ୱରେ ଜନ ସଚେତନତା ଅଭିଯାନ କରାଯାଇଛି ।
ଅର୍କେଶ ଓ ତାଙ୍କ ସହ ଧର୍ମିଣୀ ଅଦ୍ରୀଜା ମଞ୍ଜରୀ  ଶତାଧିକ ବିଜେଡି କର୍ମୀଙ୍କ ସହ ଏକ ଶୋଭାଯାତ୍ରାରେ ବାହାରି ଦୋକାନ ଦୋକାନ ବୁଲି ଦୋକାନୀ, ଗ୍ର।ହକ ଓ ଉପସ୍ଥିତ ଜନତାଙ୍କୁ ମାସ୍କ ବଣ୍ଟନ କରିବା ସହ ସାବୁନରେ ବାରମ୍ବାର ହାତ ଧୋଇବା, ଆବଶ୍ୟକତା ନଥିଲେ ଘରୁ ନ ବାହାରିବା, ସାମାଜିକ ଦୁରତ୍ୱ ପାଳନ କରିବା ସହ କରୋନା ପ୍ରତି ବିଶେଷ ଭାବେ ସଚେତନ ରହିବାକୁ ନିବେଦନ କରିଥିଲେ । ଅଜି ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆରେ ଶତାଧିକ ଦଳୀୟ ନେତା ଓ କର୍ମୀବୃନ୍ଦ ଏକତ୍ରିତ ହୋଇଥିଲେ । କଳିକେଶ ସିଂଦେଓ ଏଠାରେ ଯୋଗଦାନ କରି ସଚେତନତା ଅଭିଯାନ ଆରମ୍ଭ କରିଥିଲେ । ବିଜେଡି କର୍ମୀମାନେ କଳା ମଣ୍ଡଳ ପଡିଆରୁ ବାହାରି ଭାଗୀରଥି ଛକ, ବିକ୍ରମ ଛକ, ଡେଲି ମାର୍କେଟ, ସମଲେଶ୍ୱରୀ ମନ୍ଦିର ଛକ, ସରକାରୀ ବସ ଷ୍ଟାଣ୍ଡ, କଚେରି ଛକ ଦେଇ କଳା ମଣ୍ଡଳ ପଡିଆକୁ ଫେରିବା ପରେ କାର୍ଯ୍ୟକ୍ରମ ଉଦ୍‌ଯାପିତ କାରାଯାଇଥିଲ। । ଲକ୍‌ଡାଉନ୍‌ ପରେ ସହରରେ ପ୍ରଥମ ଥର ଅର୍କେଶ ଖୋଲାଖୋଲି ଭାବେ ଦଳୀୟ କର୍ମୀ ତଥା ଜନସାଧାରଣଙ୍କ ସମ୍ମୁଖରେ ଆସିଥିବା ବେଳେ ଦଳୀୟ କର୍ମୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲ। ।
ଆଜିର ଏହି ସଚେତନତା ଅଭିଯାନରେ ବଲାଙ୍ଗିର ସହର , ସଦର ବ୍ଲକ , ଦେଓଗାଁ ବ୍ଲକ ଓ ପୁଇଁତଲା ବ୍ଲକ ବିଜେଡି ର ବରିଷ୍ଠ ନେତୃତ୍ବ ସହିତ ଯୁବ ଛାତ୍ର ଓ ମହିଳା ସଙ୍ଗଠନ ର ପ୍ରମୁଖ ସଂଙ୍ଗଠକ ମାନେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like