-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||     

HOME   ଜିଲ୍ଲା

ପ୍ରସ୍ତାବିତ ଧଣ୍ଡାମୁଣ୍ଡା ଥାନାରୁ ଓଡିଆପାଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ସମସ୍ତ ଗ୍ରାମ କୁ ବାଦ ଦେବାପାଇଁ ଦାବି ପତ୍ର

21-Oct-2021



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ)ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ଅଞ୍ଚଳ ରେ ଦିନକୁ ଦିନ ବେଆଇନ କାରବାର ସହ ଅପରାଧ ବଢ଼ିଚାଲିଥିବା ଯୋଗୁଁ ବର୍ତ୍ତମାନ ଖପ୍ରାଖୋଲ ଥାନା ଧଣ୍ଡାମୁଣ୍ଡା ଗାଁ ରେ ଏକ ଫାଣ୍ଡି ହେବାକୁ ଯାଉଛି। ସେଥିପାଇଁ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଓଡିଆପାଲି ଗ୍ରାମପଞ୍ଚାୟତ ର ଭାଳୁଡୁଙ୍ଗୀରୀ ,କପସିପାଲି,
ଓଡିଆପାଲି ,ବୁଢିବାହାଲ  ଗ୍ରାମକୁ ଅନ୍ତର୍ଭୁକ୍ତ କରିବା ପାଇଁ

ପ୍ରସ୍ତାବ ହୋଇଛି। ଏହି ଗାଁ ମାନଙ୍କୁ ଖପ୍ରାଖୋଲ ଥାନା ମୁଖ୍ୟାଳୟ ଠାରୁ ମାତ୍ର ୪/୫ କିଲୋମିଟର ଦୂରରେ ଅବସ୍ଥିତ  ଥିବା ଯୋଗୁଁ ବହୁ ସୁବିଧା ରହିଛି।କିନ୍ତୁ ପ୍ରସ୍ତାବିତ ହୋଇଥିବା ଧଣ୍ଡାମୁଣ୍ଡା କୁ  ୧୦/୧୨ କିଲୋମିଟର ଦୂରରେ ଅବସ୍ଥିତ ତାହା ହେଲେ ୪ ଖଣ୍ଡ ଗାଁର ଲୋକେ ନାହିଁ ନଥିବା ଅବସ୍ଥା ହେବେ ବୋଲି କହିଛନ୍ତି । ତେଣୁ କରି
ଓଡିଆପାଲି ଗ୍ରାମପଞ୍ଚାୟତ ର ସମସ୍ତ ଗ୍ରାମ ଖପ୍ରାଖୋଲ ଥାନା ଅଧୀନରେ ରହୁବୋଲି ଗ୍ରାମବାସୀ କହିବାସାଙ୍ଗେ ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ ଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026

You Might Also Like