-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||     

HOME   ଅପରାଧ

ଚାରି କେଜି ଚାରିସହ ଗ୍ରାମ ଗଞ୍ଜେଇ ସହ କଳା ବ୍ୟବସାୟୀ ଗିରଫ, ଅନ୍ୟ ସମ୍ପୁକ୍ତ ଅଭିଯୁକ୍ତ ଙ୍କୁ ଗିରଫ ନେଇ ଚାଲିଛି ଜେରା

21-Oct-2021



ବଲାଙ୍ଗୀର, ଟିଟିଲାଗଡ଼ (ସନ୍ତୋଷ କୁମାର ନାଏକ) ,: ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଭଇଁଷା ଗ୍ରାମର ଜଗନ୍ନାଥ ମନ୍ଦିର ନିକଟରୁ ଜଣେ ଚୋରା ଗଞ୍ଜେଇ ବ୍ୟବସାୟୀ କୁ  ଅବକାରୀ ବିଭାଗ ୪ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ କରିଥିବା ସୂଚନା ଦିଆଯାଇଛି । ବ୍ୟବସାୟୀଙ୍କ ବେଆଇନ ଭାବେ ଗଞ୍ଜେଇ ବିକ୍ରି କରିବା ପାଇଁ ନେଉଥିବାବେଳେ ଅବକାରୀ ବିଭାଗ ହାତରେ ଧରା ପଡିଥିଲା ଅଭିଯୁକ୍ତ । ଅବକାରୀ ବିଭାଗର ସୂଚନା ଅନୁଯାୟୀ,ବିଶ୍ୱସ୍ତ  ସୂତ୍ରରୁ ସୂଚନା ପାଇ  ଦୀର୍ଘ ବର୍ଷ ଧରି ଏହି ଅଭିଯୁକ୍ତ ଏ ଗଞ୍ଜେଇ ବ୍ୟବସାୟ ଚଳାଇଅସୁଥିବା ବଲାଙ୍ଗିର ଅବକାରୀ ଅଧିକାରୀ ପ୍ରମୋଦ କୁମାର ପଣ୍ଡା ତଥା ପାଟଣାଗଡ଼ ଅବକାରୀ ବିଭାଗର ଅଧିକାରୀ ବିଶ୍ବନାଥ ପରିଡା, ଏସଆଇ ପ୍ରସନ୍ନ ପଟେଲ, ଗୀତାଞ୍ଜଳି କୁମ୍ଭାର, ଦୟାନିଧି ବାରିକ ସହିତ ବିଭାଗୀୟ କର୍ମଚାରୀମାନେ ଭଇଁଷା ଗ୍ରାମରେ ପେଟ୍ରୋଲିଂ କରି ଗିରଫ କରାଯାଇଛି ଓ ଅନ୍ୟ ସମ୍ପୃକ୍ତ ଅଭିଯୁକ୍ତ ଙ୍କୁ ଜେରା କରି ଗିରଫ କରାଯିବ ବୋଲି  କୁହାଯାଇଛି । ଜଗନ୍ନାଥ ମନ୍ଦିର ନିକଟରେ ଥିବା ରାସ୍ତାରୁ ବ୍ରଜମୋହନ ନେପାକ ନାମକ ଜୈନିକ ବ୍ୟକ୍ତି ଏକ ବ୍ୟାଗରେ ଗଞ୍ଜେଇ ନେଉଥିବା ସନ୍ଦେହ କରି ଅଟକାଇଥିଲେ ।  ବ୍ୟାଗ ଭିତରେ ଗଞ୍ଜେଇ ଥିବା ଦେଖି ବିଭାଗୀୟ ଅଧିକାରୀମାନେ ବ୍ରଜମୋହନକୁ ପାଟଣାଗଡ଼ ଅବକାରୀ ବିଭାଗକୁ ଆଣି ଅଟକ ରଖି ପଚରାଉଚୁରା କରି ଗିରଫ କରିଥିବା ଜଣାପଡିଛି।

ଜବତ୍ ଗଞ୍ଜେଇ ୪ କେଜି ୭୦୦ ଗ୍ରାମ ଏବଂ ଏହାର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କା ହେବ ବୋଲି ପାଟଣାଗଡ଼ ଅବକାରୀ ଅଧିକାରୀ ବିଶ୍ବନାଥ ପରିଡା କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026

You Might Also Like