-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ମାଁ ଗଜଲକ୍ଷ୍ମୀଙ୍କ ପୂଜାକୁ ନେଇ ଉତ୍ସବ ମୁଖରିତ ମୁର୍ଷୁଣ୍ଢି

21-Oct-2021



ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ) କୁମାରତ୍ସୋବ ପୂର୍ଣ୍ଣିମାଠାରୁ ଶ୍ରୀ ଶ୍ରୀ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି।ମାଁ ଦୁର୍ଗାଙ୍କ ପ୍ରତ୍ଯାଗମନ ପରେ,ଗଜଲକ୍ଷ୍ମୀଙ୍କ ଆଗମନ ହୋଇଥିବାରୁ ପୁରପଲ୍ଲୀ ସବୁଠାରେ ଭାବ ଓ ଭକ୍ତି ମୟ ଭାବନା ଫୁଟି ଉଠୁଛି। ମାଁ ଧନଂ ଦାତ୍ରୀ ଲକ୍ଷ୍ମୀଙ୍କ ପୂଜା ପୀଠରେ

"ଲକ୍ଷ୍ମୀ ନମସ୍ତେସୁ ପରବ୍ରହ୍ମଂ ସ୍ୱରୂପିଣୀ,
ୟଶୋ ଦେହୀ ଧନଂ ଦେହୀ ସର୍ବ କାମାଂଶ୍ଚ ଦେହୀ ମୈ॥
ସନ୍ତାନ ଲକ୍ଷ୍ମୀ ନମସ୍ତେସୁ ପୁତ୍ର ପୌତ୍ର ପ୍ରଦାୟିନୀ,
ପୁତ୍ରାଂ ଦେହୀ ଧନଂ ଦେହୀ ସର୍ବ କାମାଂଶ୍ଚ ଦେହୀ ମୈ"

 ଆଦି ଶ୍ଳୋକରେ ସାରା ଅଞ୍ଚଳ ପ୍ରକମ୍ବିତ ହେଉଥିବା ବେଳେ ଭକ୍ତ ମହଲରେ ଏକ ପ୍ରକାର ଭକ୍ତିମୟ ବାତାବରଣ ସୃଷ୍ଟି କରୁଛି l ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅର୍ନ୍ତଗତ ମୁର୍ଷୁଣ୍ଢିଠାରେ ଚାଲିଥିବା ଗଜଲକ୍ଷ୍ମୀ ପୂଜାର ଆଜି ଦ୍ଵିତୀୟ ଦିବସରେ ମାଁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା l କୋଭିଡ ନିୟମ ଅନୁସାରେ ଭକ୍ତମାନେ ପୂଜା ସାମଗ୍ରୀ ଧରି ମାଁ ଗଜଲକ୍ଷ୍ମୀଙ୍କ ଠାରେ ପୂଜାର୍ଚ୍ଚନା କରିଥିଲେ lଗଜଲକ୍ଷ୍ମୀ ମଣ୍ତପରେ ପୂଜା କର୍ତ୍ତା ଭାବେ ଚିତ୍ତରଞ୍ଜନ ସାହୁ ଓ ତାଙ୍କ ପତ୍ନି ରଶ୍ମିତା ସାହୁ,ପୂଜକ ପଣ୍ତିତ ସଚ୍ଚିଦାନନ୍ଦ ଓ ସଦାନନ୍ଦ ପଣ୍ତା ଦାୟିତ୍ଵ ତୁଲାଉଥିବାବେଳେ,ରାମାୟଣ ପାରାୟଣ ମଣ୍ତପରେ କର୍ତ୍ତା ସନ୍ତୋଷ ସମର୍ଥ ଓତାଙ୍କ ପତ୍ନି ବାସନ୍ତି ସମର୍ଥ,ପୂଜକ ପ୍ରଦୀପ କୁମାର ରଥ ଏବଂ ହନୁମାନ ମଣ୍ତପରେ କର୍ତ୍ତା ସତ୍ଯବନ୍ତ ସିଂ ଓ ତାଙ୍କ ପତ୍ନି ମହାଦେଇ ସିଂ,ପୂଜକ ବନମାଳି ଚାନ୍ଦ ପୂଜାର୍ଚ୍ଚନା କରୁଛନ୍ତି।ଅନ୍ୟ ପକ୍ଷରେ ପୂଜା କମିଟୀ ତରଫରୁ ମାଁଙ୍କ ଆଗମନେ ଉପଲକ୍ଷେ କୋଭିଡ ନିୟମକୁ ମାନି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି।ଅନୁଷ୍ଠିତ ଏହି ଗଜଲକ୍ଷ୍ମୀ ପୂଜା ପରିଚାଳନାରେ
କମିଟି ସଭାପତି ଲବ କୁମାର ସାହୁ,ଉପ ସଭାପତି ଧନଞ୍ଜୟ ସାହୁ,ସମ୍ପାଦକ ତ୍ରୟଞ୍ଜୀବ ମିଶ୍ର,ସହ ସମ୍ପାଦକ ବିଦ୍ଯାଧର ଖୁର୍ଡିଆ,ଉପଦେଷ୍ଟା ରାଜଗୋପାଳ ପାଣିଗ୍ରାହୀ,କୁଶ କୁମାର ସାହୁ,କୋଷାଧ୍ଯକ୍ଷ ସତ୍ଯମୋହନ ବେଦପାଣି ଏବଂ କମିଟୀ ସଦସ୍ୟ ଲୋକନାଥ ସାହୁ,ଉତ୍ତର ନାଏକ,ସତ୍ଯବ୍ରତ ଦ୍ୱାରି,ବଳରାମ ପଧାନ,ସୌମ୍ଯରଞ୍ଜନ ରଥ ପ୍ରମୁଖଙ୍କ ସମେତ କମିଟିର ସମସ୍ତ ସଦସ୍ୟ ସହଯୋଗ କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like