-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ମମିତା ମେହେର ହତ୍ୟା ଘଟଣାର ତଦନ୍ତର ଭାର ସି.ବି.ଆଇ କୁ ହସ୍ତାନ୍ତର କରାଯାଉ/ଅଭିଯୁକ୍ତ ମନ୍ତ୍ରୀଙ୍କୁ ତୁରନ୍ତ ଅପସାରଣ କରାଯାଉ - କୋସଲ ରାଜ୍ୟ ସମନ୍ୱୟ ସମିତି

21-Oct-2021



ବଲାଙ୍ଗିର, (ପ୍ରେରଣା ଖବର)- କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ଗାଁର ସନ୍‌ସାଇନ୍ ପବ୍ଲିକ ସ୍କୁଲର ଶିକ୍ଷୟତ୍ରୀ ମମିତା ମେହେର ଅପହରଣ ଓ ହତ୍ୟା ମାମଲା ସାରା ରାଜ୍ୟରେ ଚହଳ ପକାଇଛି । ସଂପୃୃକ୍ତ ଅଭିଯୁକ୍ତ ପ୍ରଭାବଶାଳୀ ରାଜନେତାମାନଙ୍କ ଛତ୍ରଛାୟାରେ ରହି ତାଙ୍କର ଶିକ୍ଷାନୁଷ୍ଠାନ ରେ ଯେଉଁଭଳି ଯୌନ କେଳେଙ୍କେରୀ ଓ ଅସାଧୁ କାର୍ଯ୍ୟକଳାପ ଚଳାଇଥିଲା ତାହା ସମସ୍ତଙ୍କୁ ଚକିତ କରିଛି । ସବୁଠାରୁ ବିସ୍ମୟକର କଥା ହେଲେ ଯେ ଏହି ଘଟଣାରେ ରାଜ୍ୟ ସରକାରଙ୍କ ଗୃହ ରାଜ୍ୟମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ରଙ୍କ ପ୍ରତି ସର୍ବତ୍ର ଅଙ୍ଗୁଳି ନିର୍ଦ୍ଦେଶ ହୋଇଛି । ଏଭଳିକି ମାନ୍ୟବର ଜାତୀୟ ମହିଳା କମିଶନ ସଂପୃକ୍ତ ମନ୍ତ୍ରୀଙ୍କୁ ତୁରନ୍ତ ଅପସାରଣ କରିବାକୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିବା ସହ ମମିତା ହତ୍ୟାକାଣ୍ଡରେ ମନ୍ତ୍ରୀଙ୍କ ଭୂମିକା ସଂପର୍କରେ ତଦନ୍ତ କରିବାକୁ ଓଡିଶାର ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ମନ୍ତ୍ରୀ ଗୃହ ରାଷ୍ଟ୍ରମନ୍ତ୍ରୀ ହୋଇଥିବାରୁ ତଦନ୍ତର ନିରପେକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହା ଛଡା ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଅଧିନରେ ଗୃହ ବିଭାଗ ଥିବାରୁ ଏକ ସ୍ୱଚ୍ଛ ତଦନ୍ତ ପାଇଁ ଘଟଣାକୁ ସି.ବି.ଆଇ. କୁ ହସ୍ତାନ୍ତର କରାଯିବା ନିହାତି ଆବଶ୍ୟକ । ମୁଖ୍ୟମନ୍ତ୍ରୀଙ୍କ ବିଭାଗରେ ଥିବା ମନ୍ତ୍ରୀଙ୍କ ଏତାଦୃଶ ଭୂମିକା ଓ ଶାସକ ଦଳର ଜନୈକ ସହଯୋଗୀଙ୍କ ଏତାଦୃଶ କଳା କାରନାମା ଯୋଗୁଁ ଓଡିଶା ସରକାର, ମୁଖ୍ୟମନ୍ତ୍ରୀ ଓ ଶାସକ ଦଳ ମଧ୍ୟ ନିନ୍ଦିତ ହୋଇଛି । ପିପିଲି ଗଣ ଧର୍ଷର ନିଆଁ ର ଝାସ ଆଜି ପର୍ଯ୍ୟନ୍ତ ଅନୁଭୁତ ହେଉଥିବା ବେଳେ ମହାଲିଙ୍ଗ ଗାଁର ଘଟଣା ଶାସକ ଦଳ, ମନ୍ତ୍ରୀ ଓ ଅନ୍ୟମାନଙ୍କ ଭୂମିକା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏହା ଛଡା ଦିର୍ଘ ୨୦ ବର୍ଷ ଧରି ଗୋଟିଏ ଦଳ ନିରଙ୍କୁଶ ଭାବରେ କ୍ଷମତା ଉପଭୋଗ କରୁଥିବାରୁ ଏହି ଦଳ ଓ ସରକାର ସହ ଅସାଧୁ ଓ ଅପରାଧିକ ତତ୍ତ୍ୱ କିଭଳି ଭାବରେ ଯୋଡି ହୋଇଛନ୍ତି ଏହାର ତାହାର ପ୍ରମାଣ ଦେଉଛି । ଏହି ବିଷୟକୁ ନେଇ ବିଭିନ୍ନ କୋସଲବାଦୀ ଯୁବ ସଂଗଠନମାନଙ୍କ ତରଫରୁ ଗତ କାଲି ଉତ୍ତରାଞ୍ଚଳ ଡିଆଇଜିଙ୍କୁ ଦାବିପତ୍ର ମଧ୍ୟ ଦିଆଯାଇଛି । ମ୍ୟାବର ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଘଟଣାର ଗୁରୁତ୍ୱ ଅନୁଭବ କରି ତୁରନ୍ତ ସଂପୃକ୍ତ ମନ୍ତ୍ରୀଙ୍କୁ ଅପସାରଣ କରିବା ସହ ମାମଲାର ଅନୁସନ୍ଧାନ ସିବିଆଇକୁ ହସ୍ତାନ୍ତର କରନ୍ତୁ ବୋଲି କୋସଲ ରାଜ୍ୟ ସମନ୍ୱୟ ସମିତି ର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like