-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ବଲାଙ୍ଗିର ବନ୍ଦ

21-Oct-2021



ବଲାଙ୍ଗିର, (ପ୍ରେରଣା ଖବର)-ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଦେବା ଓ ଅପହରଣ ଓ ହତ୍ୟା ଘଟଣାରେ ସଂପୃକ୍ତ ସମସ୍ତ ଅପରାଧିମାନଙ୍କୁ କଠୋର ଦଣ୍ଡ ଦାବିରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ବଲାଙ୍ଗିର ଶାଖା ପକ୍ଷରୁ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଥିଲା ।  ସଂପୃକ୍ତ ରାଜ୍ୟ ଗୃହ ମନ୍ତ୍ରୀଙ୍କୁ ଅବିଳମ୍ବେ ବହିଷ୍କାର ଏବଂ ଗିରଫ କରାଯାଉ ଏବଂ ସ୍କୁଲ ମାଲିକଙ୍କୁ ସୁରକ୍ଷା ଦେଇଥିବା ଏବଂ ଘଟଣାକୁ ଦିର୍ଘ ଦିନ ଧରି ଘଣ୍ଟ ଘୋଡାଇବାରେ ସଂପୃକ୍ତ ପୋଲିସ କର୍ମଚାରୀମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରାଯାଇଛି । ଶିକ୍ଷାର ଘରୋଇକରଣ ଏବଂ ଶିକ୍ଷାକୁ ମାଫିଆମାନଙ୍କ ହାତରେ ଟେକି ଦେଲେ ତାର ପରିଣାମ ଯେ କଣ ହୋଇପାରେ ଏହି ଘଟଣା ତାର ଜ୍ୱଳନ୍ତ ନମୁନା । ଶିକ୍ଷାର ବ୍ୟବସାୟିକକରଣ ଦ୍ୱାରା ଚରମ ଆର୍ଥିକ ଶୋଷଣ ହେଉଛି କିନ୍ତୁ ବିଶେଷ ଭାବେ ମହିଳାମାନେ ଯୌନ ଶୋଷଣର ଶିକାର ହେଉଛନ୍ତି ବୋଲି ବକ୍ତାମାନେ ତାଙ୍କ ବକ୍ତବ୍ୟରେ କହିଥିଲେ । ଏହି ବର୍ବର ଓ ପାସବିକ୍ ହତ୍ୟାକାଣ୍ଡକୁ ପ୍ରତିବାଦ କରି ଜନସାଧାରଣ ବଲାଙ୍ଗିର ବନ୍ଦକୁ ସମ୍ପୁର୍ଣ୍ଣ ସମର୍ଥନ ଦେଇଛନ୍ତି । ସକାଳୁ ଏସ୍‌ୟୁସିଆଇସିର କର୍ମୀମାନେ ପିକେଟିଂ କରି ସହର ପରିକ୍ରମା କରିଥିଲେ । ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଶେଷରେ ରାଜ୍ୟ ଗୃହମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କର କୁଶକୁତ୍ତଳିକା ଦାହ କରାଯାଇଥିଲା । ଏହି ପ୍ରତିବାଦ ସଭାରେ ଏସ୍‌ୟୁସିଆଇ ଜିଲ୍ଲା ସଂପାଦକ ସୁନିଲ ଭୋଇ, ରାଜ୍ୟ କମିଟି ସଭ୍ୟ ଅଶୋକ ମିଶ୍ର, ଏଆଇଏମ୍‌ଏସ୍‌ଏସ୍ ନାରୀ ନେତ୍ରୀ ମନ୍ଦୋଦରୀ ରାଉଳ, ରାଜେନ୍ଦ୍ର ରଣା, ମଧୁସୂଦନ ବାଗ, ଖଗେଶ୍ୱର ମହାନନ୍ଦ, ଗୌରୀ ରାଉତ ସହ ବହୁ ସଂଖ୍ୟାରେ କର୍ମୀମାନେ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like