-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||     

HOME   ଜିଲ୍ଲା

ମମିତା ମେହେର ଙ୍କୁ ନ୍ୟାୟ ଦାବି ରେ ଭାରତୀୟ ଜନତା ପାର୍ଟି ତରଫରୁ ବନ୍ଦ ପାଳନ

21-Oct-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା ରେ ଜଡ଼ିତ ଥିବା ଅପରାଧୀ ମାନଙ୍କୁ ତୁରନ୍ତ ଗିରଫ କରି ଦଣ୍ଡାଦେଶ ଦେବା ପ୍ରତିବାଦରେ ଆଜି ଭାରତୀୟ ଜନତା ପାର୍ଟି ତରଫରୁ ସମଗ୍ର ଜିଲ୍ଲା ବନ୍ଦ ପାଳନ କରାଯାଇଛି। ସୂଚନାଯୋଗ୍ୟ ଯେ କଲାହାଣ୍ଡି ଜିଲ୍ଲା କେଁ ଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିବା ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଝରଣୀ ଗାଁ ର ମମିତା ମେହେର ଙ୍କୁ ହତ୍ୟା କରି ପୋତି ଦେଇଥିଲେ ‌। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମେହେର କୁ ପୋଲିସ ଗିରଫ କରିଥିବା ବେଳେ ସେଥିରେ ସମ୍ପୃକ୍ତ ଥିବା ଅପରାଧୀ ମାନଙ୍କୁ ତୁରନ୍ତ ଗିରଫ କରିବା ସଙ୍ଗେ ସଙ୍ଗେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କ ଇସ୍ତଫା ଦାବି ରେ ଆଜି ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ ଙ୍କ ନେତୃତ୍ୱ ରେ ସମଗ୍ର ଜିଲ୍ଲା ବନ୍ଦ ଡାକରା ଦିଆଯାଇଥିବା ଯୋଗୁଁ ଆଜି ସାରା ଜିଲ୍ଳରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେଇ

ବନ୍ଦ ପାଳନ କରାଯାଇଛି। ସେହିପରି ଭାବେ ବେଲପଡା ସହରରେ ମଧ୍ୟ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେଇ ବନ୍ଦ ପାଳନ କରିଛନ୍ତି। ଏହି ବନ୍ଦ ପାଳନ କାର୍ଯ୍ୟ ରେ ବେଲପଡା ସାଂସଦ ପ୍ରତିନିଧି ନିଲ ପାଣିଗ୍ରାହୀ, ବ୍ଳକ ସଭାପତି ରୁକ୍ମଣ ସୁନା,୨୪ ନମ୍ବର ଜୋନ୍ ସଭାପତି କେଶବ ପାଣିଗ୍ରାହୀ,୨୫ ନମ୍ବର ଜୋନ୍ ସଭାପତି ଟିକେଶ୍ବର ମେହେର,୨୬ ନମ୍ବର ଜୋନ୍ ସଭାପତି କୁନୁ ମୁଣ୍ଡା, ପ୍ରଶାନ୍ତ ଦାସ, ନୃସିଂହ ପଣ୍ଡା, ପ୍ରବୀଣ ଦେଓ, ବିଭୁତି ନାଏକ, ବଂଶୀଧର ସେଠ, ବିଘ୍ନରାଜ ସେଠ,ତେଜୁ ବେହେରା, ମିତ୍ରଭାନୁ ଗୁରୁ, ସୋମନାଥ ଥପା, ପୂର୍ଣ୍ଣ ଚନ୍ଦ୍ର ମେହେର, ଫକୀର ସାହୁ,ମାଟୁ ବୁଡେକ, ପରୀକ୍ଷିତ ମାହାର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026

You Might Also Like