-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

୭ ଜଣ ଦାଦନ ଶ୍ରମିକ ଉଦ୍ଧାର ୧ ଗିରଫ ଓ ଅଟୋ ଜବତ

21-Oct-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ କୁ ଦାଦନ ଗଡ କହିଲେ ଅତ୍ୟୁକ୍ତି ହେବ ନାହିଁ।କାରଣ ଏହି ସ୍ଥାନରୁ ପ୍ରତ୍ୟେକ ବର୍ଷ ହଜାର ହଜାର ଲୋକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ସବୁବେଳେ ଦାଦନ ଶ୍ରମିକର ଚାଲାଣ ରେ ବଲାଙ୍ଗିର ଜିଲ୍ଲା ପରିଚିତ।ମୁଖ୍ୟତଃ ଖପ୍ରାଖୋଲ,ବେଲପଡା, ତୁରେକେଲା, ବଙ୍ଗୋମୁଣ୍ଡା,ମୁରିବାହାଲ ରୁ ଅଧିକ ମାତ୍ରାରେ ଯାଆନ୍ତି। ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନ ଥିବାରୁ ସରକାର ଯେତିକି ରୋକିବା ପାଇଁ ଅଣ୍ଟା ଭିଡିଛନ୍ତି ତାକୁ ଖାତିର ନକରି ଦାଦନ ଚାଲାଣ ରେ ମାତିଛନ୍ତି ଦଲାଲ୍।   ସୂଚନାଯୋଗ୍ୟ ଯେ ଖପ୍ରାଖୋଲ ପୋଲିସ ଏ ଏସ ଆଇ ସାୱନ କେରକେଟା ପେଟ୍ରୋଲିଂ କରୁଥିବା ସମୟରେ ସାନଗୁର୍ଜିଭଟା ଠାରେ ଏକ ଅଟୋ ରେ କିଛି ଅଜଣା ଲୋକ ଥିବା ଦେଖି ପଚରାଉଚରା କରିଥିଲେ । ପଚାରି ବୁଝିବା ରୁ ଜାଣିବା ପାଇଁ ପାଇଲେ ଯେ ସେମାନେ ନୂଆପଡ଼ା ଜିଲ୍ଲା କୋମନା ଥାନା ର ଦାଦନ ଶ୍ରମିକ।ପରେ ଅଟୋ ଡ୍ରାଇଭରକୁ ପଚାରିବାରୁ ସେ କହିଲେ ମୋ ନାଁ ବରୁଣ ତାଣ୍ଡି ପିତା ଗୋଟି ତାଣ୍ଡି ଗାଁ କରୁଆଁଝର ଥାନା ଲାଠୋର ବୋଲି କହିଥିଲା ।ଏମାନେ ରତ୍ନାକର ଭୋଇ ପିତା ଗଣେଶ ରାମ ଭୋଇ ଙ୍କ ଜରିଆରେ ଦାଦନ ଖଟିବାକୁ ଯାଉଛନ୍ତି। ରତ୍ନାକର କୁ ଦାଦନ ଶ୍ରମିକ ମାନଙ୍କ ଯିବା ପାଇଁ କାଗଜପତ୍ର ମାଗିବା ରୁ ସେ ଦେଇ ପାରିନଥିଲେ। ତାପରେ  ଦାଦନ ଶ୍ରମିକ ସହିତ ଅଟୋ ନମ୍ବର OD 03 Q 8718 କୁ ଜବତ କରି ଖପ୍ରାଖୋଲ ଥାନା କୁ ଆଣି ଅଧିକ ତଦନ୍ତ କରିବା ପରେ ରତ୍ନାକର ବୟାନ ଦେଇଥିଲେ ଯେ ଏହା ବେଲପଡା ଥାନା ଖଲିପଥର ଗାଁ ର ଚୌଧୁରୀ କୁମ୍ଭାର ଙ୍କ ଦ୍ଵାରା ଚାଲାଣ ହେଉଛି । ଖପ୍ରାଖୋଲ ପୋଲିସ ଏକ ମାମଲା ରୁଜୁ କରି ରତ୍ନାକର କୁ କୋର୍ଟ ଚାଲାଣ କରିଥିବା ବେଳେ ମୁଖ୍ୟ ସର୍ଦ୍ଦାର ଫେରାର ଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like