-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପୋଲିସ ତରଫରୁ 62 ତମ ସହିଦ ଦିବସ ପାଳିତ, ଜିଲ୍ଲା ପୋଲିସ ତରଫରୁ ସହିଦ୍ ପୋଲିସ ମାନଙ୍କୁ ଦେଲେ ଭକ୍ତିପୂତ ଶ୍ରଦ୍ଧାଂଜଳି

21-Oct-2021



ଆଜି ସୁବର୍ଣ୍ଣପୁର ଜିଲ୍ଲାର ରିଜର୍ଭ ପୋଲିସ ପଡିଆ ଠାରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ତରଫରୁ 62 ତମ ସହିଦ ଦିବସ ପାଳିତ ହୋଇଯାଇଛି ।ଦେଶର ପୋଲିସ ବିଭାଗ ସବୁବେଳେ ଦେଶର ଆଇନ ଶୃଙ୍ଖଳା କୁ  ରକ୍ଷା ସହିତ ଦେଶର ଶତ୍ରୁ ଙ୍କୁ ନିପାତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ଓ  କର୍ତ୍ତବ୍ୟ ତୁଲାଇ ସହିଦ ହୋଇଥିବା କର୍ମଚାରୀ ଙ୍କୁ ସମ୍ମାନ ସୂଚକ ଏ ଦିବସକୁ ପ୍ରତିବର୍ଷ ସହିଦ ଦିବସ ଭାବରେ ପୋଲିସ ପକ୍ଷରୁ ପାଳନ କରାଯାଏ ।  ଏହି କାର୍ଯ୍ୟକ୍ରମ ରେ ସାରା ଦେଶର ଅର୍ଦ୍ଧ ସାମରିକ ବଳ ତଥା ପୋଲିସ ମାନଙ୍କର ଉଦ୍ଦେଶ୍ୟରେ ଅମର ବଳିଦାନ କୁ ମନେ ପକେଇ ସୃତିଚାରଣ ସହିତ ଓଡ଼ିଆ ପୋଲିସର covid ସହିଦ୍ ଯୋଦ୍ଧା  ଙ୍କୁ ସହିଦ୍ ସ୍ତମ୍ଭ ଠାରେ ସମ୍ମାନ ସୂଚକ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇଛି । ଏହି କାର୍ଯକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳ ଅବୋଳି ସୁନିଲ ନରବନେ , ଆରକ୍ଷୀ ଅଧିକ୍ଷକ ସୀତାରାମ ଶତପଥୀ ତଥା  ଜିଲ୍ଲାର ଅନ୍ୟାନ୍ୟ ପୋଲିସ କର୍ମଚାରୀ , ସହିଦ୍ ଙ୍କ ପରିବାର ଓ ଜିଲ୍ଲା ପୋଲିସ ର ଅନ୍ୟାନ୍ୟ ଅତିଥି ବୃନ୍ଦ  ଉପସ୍ଥିତ ଥିଲେ । ଆରକ୍ଷୀ ନିରୀକ୍ଷକ ଅମରେନ୍ଦ୍ର ପାଣିଗ୍ରାହୀ ମିଳିତପ୍ୟାରେଡ୍ ର ନେତୃତ୍ୱ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026

You Might Also Like