-+91-9937148622 |
prerana_bgr@rediffmail.com |
Wednesday 14th October 2026 |
R.N.I. Regd No. ODIODI/2010/46693
Breaking News
22-Oct-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ବହୁଚର୍ଚ୍ଚିତ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ କେପଟେନ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଗିରଫ କରିବା ପାଇଁ ଏବଂ ପୀଡ଼ିତlକୁ ତୁରନ୍ତ ନ୍ୟାୟ ପ୍ରଦାନ କରିବା ପାଇଁ ଆଜି ଭୁବନେଶ୍ୱର କ୍ୟାପିଟାଲ ଥାନାରେ ମହିଳା ମୋର୍ଚା , ବିଜେପି ଓଡିଶା ତରଫରୁ ଏଫ୍ ଆଇ ଆର ଦିଆଯାଇଛି ।