-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ଝାରମୁଣ୍ଡା ପଂଚାୟତରେ ବ୍ଲକସ୍ତରୀୟ ନୁଆଁଖାଇ ଭେଟଘାଟ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ

22-Oct-2021



ଲୋଇସିଂହା, (ବିନୋଦ କୁମାର ଦୀପ ) ଲୋଇସିଂହା ବ୍ଲକ ଝାରମୁଣ୍ଡା ପଂଚାୟତ ଠାରେ ବ୍ଲକ ସ୍ତରୀୟ ନୁଆଁଖାଇ ଭେଟଘାଟ ଓ ବନ୍ଧୁମିଳନ  ୨୦୨୧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ସଭାପତି କିଶୋର ବାରିକ, ମୁଖ୍ୟଅତିଥି ନିହାରରଞ୍ଜନ ବେହେରା ରାଜ୍ୟ ପରିଷଦ ସଦସ୍ୟ ବିଜୁ ଯୁବ ଜନତା ଦଳ, ବିଶିଷ୍ଟ ଅତିଥି  ଭାବେ କମୁପାଣି ପରିଛା ସମ୍ପାଦକ ନିଖିଳ ଉତ୍କଳ ବାରିକ ସମିତି, କଙ୍ଗଲୁ ବାରିକ ସଭାପତି ପଶ୍ଚିମ ଓଡିଶା ଓ ବଲାଙ୍ଗୀର ଜିଲ୍ଲା ବାରିକ ସମାଜ, ବୃନ୍ଦାବନ ବାରିକ ସମ୍ପାଦକ ପଶ୍ଚିମ ଓଡିଶା ବାରିକ ସମାଜ, ନବୀନ କୁମାର ପଶାୟତ ଉପ ସଭାପତି ବଲାଙ୍ଗୀର ଜିଲ୍ଲା ବାରିକ ସମାଜ, ମୁଖ୍ୟବକ୍ତା ହରିଶଙ୍କର ପଶାୟତ, ସମ୍ମାନିତ ଅତିଥି ସୁନିଲ କୁମାର ଅଗ୍ରୱାଲ ସରପଞ୍ଚ ଝାରମୁଣ୍ଡା, ଡ଼ ଲଳିତମୋହନ ବାରିକ, ସଦାନନ୍ଦ ଧରୁଆ, ଗଉଁନ୍ତିଆ ଝାରମୁଣ୍ଡା, ଶ୍ରୀମତୀ ସୁଶୀଳା ପଶାୟତ ସଭାନେତ୍ରୀ ବରଗଡ଼, ପ୍ରକାଶ ବାରିକ ବରଗଡ ଯୋଗ ଦେଇଥିଲେ l ଶେଷରେ ସତ୍ୟନାରାୟଣ ବାରିକ ସମ୍ପାଦକ ଲୋଇସିଂହା ବ୍ଲକ ବାରିକ ସମାଜ  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like