-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ଭୁବେନେଶ୍ୱର କଲିକତା ଅଭିମୁଖେ ବାହାରିଲେ ତିନି ପରିବ୍ରାଜକ

23-Oct-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) ସ୍ୱଛତା, ପରିବେଶ ସୁରକ୍ଷା ସଚେତନତା ବାର୍ତ୍ତା ନେଇ ଅଲ ଇଣ୍ଡିଆ ପଦ ଯାତ୍ରା କରୁଥିବା ଏବଂ  ରାଏପୁର ରୁ  ଯାତ୍ରା କରି ଗତ କାଲି ସୁବର୍ଣ୍ଣପୁର ରେ ପହଂଚି ଥିବା ତିନି ପରିବ୍ରାଜକ ଆଜି  ସକାଳ  ୮ ଘଣ୍ଟା ରେ ସୁବର୍ଣ୍ଣପୁର ରୁ ଭୁବନେଶ୍ୱର ବାଟ ଦେଇ କଲିକତା

ଯାତ୍ରା ଆରମ୍ଭ କରିଛନ୍ତି l ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ  ଓ  ପୌର ପ୍ରଶାସନ ସମେତ ସହର ର ପ୍ରମୁଖ ସ୍ବେଛାସେବୀ ସଂଗଠନ ଆଜି ଏ ଯାତ୍ରା ଆରମ୍ଭ ବେଳେ ତାଙ୍କୁ ଶୁଭ ବିଦାୟ ଓ ଅଭିନନ୍ଦନ ଜଣାଇଛନ୍ତି l ସୁବର୍ଣ୍ଣପୁରର ସମଗ୍ର ପରିବେଶ , ଜ଼ିଲ୍ଲା ପ୍ରଶାସନ, ମିଡ଼ିଆ ଓ ସ୍ବେଛାସେବୀ ବୁଦ୍ଧିଜୀବୀଙ୍କ ବ୍ୟବହାର ଓ ଆତିଥ୍ୟକୁ ଯୁବ ପରିବ୍ରାଜକ ମାନେ ଭୁୟସୀ ପ୍ରଶଂସା କରି ଏହା ଆମକୁ ଏ ଲମ୍ବା ଯାତ୍ରା ରେ ଖୁବ ଉତ୍ସାହ ଦେବ ବୋଲି ମିଡ଼ିଆକୁ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like