-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ମୁକ୍ତା ସାହୁ ବିଜେପି ଓବିସି ମୋର୍ଚ୍ଚା ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ମନୋନୀତ

23-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) -ବରଗଡ଼ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ଙ୍କୁ  ବିଜେପି ଦଳ ନୂଆଦିଲ୍ଲୀ ରୁ ପ୍ରକାଶିତ ଏକ ଲିଷ୍ଟ ଅନୁସାରେ ସାରା ଭାରତବର୍ଷ ର ୪୨ ଜଣ ଙ୍କ ମଧ୍ୟରୁ ଓଡିଶା ରାଜ୍ୟ ରୁ  ଭାରତୀୟ ଜନତା ପାର୍ଟି ଓବିସି ମୋର୍ଚ୍ଚା ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ଭାବେ ମନୋନୀତ କରିଛନ୍ତି lଶ୍ରୀମତୀ ସାହୁ ଙ୍କ ସୁଦକ୍ଷ ସଂଗଠନ,ଲୋକ ଙ୍କ ସୁଖଦୁଃଖ ରେ ଭାଗିଦାର ତଥା ବିଭିନ୍ନ  କାର୍ଯ୍ୟକଳାପ ର ପାରଦର୍ଶିତା କୁ ଆଖି ଆଗରେ ରଖି ଏଇ ଗୁରୁଦାୟୀତ୍ୱ ଦିଆଯାଇଛି lସଂପ୍ରତି ସ୍ଥିତି ରେ ବିଜେପି ଦଳ ର ସଙ୍ଗଠନ ସହ ମହିଳା ସଂଗଠନ କୁ ଆଗକୁ ନେବାର ପ୍ରୟାସ ରେ ସେ ସଂକଳ୍ପ ନେବା ପ୍ରତିଜ୍ଞାବଦ୍ଧ ବୋଲି ସେ ଆମ ସାମ୍ବାଦିକ ଙ୍କ ଉତ୍ତର ରେ କହିଛନ୍ତି lଏ ଭଳି ଗୁରୁ ଦାୟିତ୍ବ ପ୍ରଦାନ କରିଥିବାରୁ ଶ୍ରୀମତୀ ସାହୁ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, କେନ୍ଦ୍ରଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀମାନ ଧର୍ମେନ୍ଦ୍ର ପ୍ରଧାନ,ଓବିସି ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଡା.କେ ଲକ୍ଷ୍ମଣ, ଓଡ଼ିଶା ରାଜ୍ୟ ସଭାପତି ସମିର ମହାନ୍ତି ,ବରଗଡ ଜିଲ୍ଲା ବିଜେପି ଦଳ ର ସଭାପତି ଶ୍ରୀମାନ ଅଶ୍ୱିନୀ ଷଡ଼ଙ୍ଗୀ ତଥା ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ଶ୍ରୀମାନ ପ୍ରଦୀପ ପୁରୋହିତ ଙ୍କୁ ଅନେକ ଅନେକ ଧନ୍ୟବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like