-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||     

HOME   ଜିଲ୍ଲା

*ପୂର୍ବଭଳି ଅଭିଯୁକ୍ତ ଓ ସମ୍ପୁକ୍ତ ସମସ୍ତ ଙ୍କୁ ଗିରଫ କରି ପର୍ଦାଫାସ ନ କରାଗଲେ ତୀବ୍ର ଆନ୍ଦୋଳନ ଚେତାବନୀ

23-Oct-2021



ଟିଟିଲାଗଡ଼ (ସନ୍ତୋଷ କୁମାର ନାଏକ) :ବଲାଙ୍ଗୀର ଜିଲ୍ଲା ଆଦିବାସୀ ସଙ୍ଘ ତରଫରୁ ଟିଟିଲାଗଡ଼ ସରୋଜିନୀ ଭବନ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ସଭାରେ ସ୍ବେଚ୍ଛାସେବୀ ତଥା ଯିବେଦୟା ଅନୁଷ୍ଠାନ ର ପଶ୍ଚିମ ଓଡ଼ିଶା ସଭାପତି ଶ୍ରୀକାନ୍ତ ସାହୁ,ଆଦିବାସୀ ସଂଘ ତରଫରୁ ବିସିନା ଜାନୀ,ରାଜ୍ୟ ଜନସେବା ସଙ୍ଘ ସଭାପତି ଲମ୍ବୁଧର ଛାତ୍ରୀଆ ପ୍ରମୁଖ ଯୋଗ ଦେଇ ଥିଲେ । ଶ୍ରଦ୍ଧାଞ୍ଜଳି ସଭାରେ ପ୍ରଥମେ ଦୁଇ ମିନିଟ ର ନିରବ ପ୍ରାର୍ଥନା ପରେ ତଦନ୍ତ ଜାଣି,ଶୁଣି ବାଟବଣା ପରି ପୂର୍ବଭଳି ଦବୀଯିବା ଯୋଜନା ଚାଲିଥିବା ବେଳେ ଆଦିବାସୀ ସଙ୍ଘ ତରଫରୁ ଛଡ଼ାଯିବନି ବୋଲି ତୀଵ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । କେବଳ ଅଭିଯୁକ୍ତ କୁ ଦାୟୀ କରି ମନ୍ତ୍ରୀ ଙ୍କୁ ସୁରକ୍ଷା ଦିଆଯାଉଛି, ଏ ନେଇ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ବିଭିନ୍ନ ବରିଷ୍ଠ ସରକାରୀ ଅଧିକାରୀ ଙ୍କୁ ସି ବି ଆଇ ତଦନ୍ତ ପାଇଁ ଲିଖିତ ଅଭିଯୋଗ ପତ୍ର ପ୍ରେରଣ କରାଯାଇଛି ଓ ଆଗାମୀ ଦିନରେ ସମସ୍ତେ ନିରବ ହେଲେ ବି ଆଦିବାସୀ ସଂଘ ପକ୍ଷରୁ ତୀଵ୍ର ଆନ୍ଦୋଳନ କରିବା ଜିଲ୍ଲା ଆଦିବାସୀ ସଂଘ ତରଫରୁ ଶ୍ରୀ ଜାନି ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026

You Might Also Like