-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||     

HOME   ଜିଲ୍ଲା

ଦକ୍ଷିଣ ଭାରତୀୟ ବୁଢୀମା ଠାକୁରାଣୀ/ ହରଗୌରୀ ଯାତ୍ରାରେ ବ୍ରତ ପାଳନ କଲେ ମହିଳା

23-Oct-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ସବୁ ସମୟରେ ପତିବ୍ରତା ନାରୀ ନିଜ ସ୍ବାମୀ ଓ ପରିବାରର ସୁଖ ସମୃଦ୍ଧି ପାଇଁ ଭଗବାନଙ୍କୁ ସ୍ମରଣ କରେ  ।ବର୍ଷର ଅନେକ ପୂଣ୍ୟ ତିଥିରେ ବ୍ରତ ଓପାସ କରି ସର୍ବମୟ କର୍ତ୍ତା ଇଶ୍ବରଙ୍କ ପାଖରେ ଗୁହାରୀ କରେ  ।ଏଭଳି ସୁବର୍ଣ୍ଣପୁର ସହରରେ ପାଳିତ ହେଉଥିବା ଦକ୍ଷିଣ ଭାରତୀୟ ବୁଢୀମା ଠାକୁରାଣୀ ଅବା ହରଗୌରୀ ଯାତ୍ରାରେ ମହିଳାମାନେ ବ୍ରତ ପାଳନ କରିଛନ୍ତି  ।ମନସ୍କାମନା ପୂରଣ ପାଇଁ ଶହ ଶହ ବିବାହିତ ମହିଳା କୁମକୁମ୍ ବ୍ରତ ପାଳନ କରିବା ସହ ହରଗୌରୀଙ୍କ ଆଗରେ ସିନ୍ଦୁରଖେଳ ପାଳନ କରିଛନ୍ତି  ।
ତମାମ ଦିନ ଓପବାସ କରିଥିବା ଏଇ ମହିଳାମାନଙ୍କ ଆଗରେ ପୂଜା ଥାଳି  । ପୂଜା ପାତ୍ରରେ ହଳଦୀରେ ତିଆରି ହରଗୌରୀଙ୍କ ସୁପୁତ୍ର ସିଦ୍ଧି ବିନାୟକ ଗଣେଷଙ୍କ ପ୍ରତିମା । ନିଜ ପାଇଁ ନୁହେଁ  ।ବରଂ ନିଜ ପରିବାର ଓ ସ୍ବାମୀର ସୁଖ ସମୃଦ୍ଧି ପାଇଁ ଏଇ ମହିଳା ମାନଙ୍କ ଏଇ କୁମକୁମ ବ୍ରତ  । ଦକ୍ଷିଣ ଭାରତୀୟ ବୁଢୀମା ଠାକୁରାଣୀ ଅବା ହରଗୌରୀ ଯାତ୍ରାରେ ଶତାଧିକ ମହିଳା ସାମିଲ ହୋଇଛନ୍ତି ଏଇ ବ୍ରତରେ  ।ନିଜ ପରିବାର ,ପୁଅଝିଅଙ୍କର ମଂଗଳ ମନାସିବା ସହିତ ସ୍ବାମୀଙ୍କ ସୁଖ ସମୃଦ୍ଧି ପ୍ରାପ୍ତି ପାଇଁ ହରଗୌରୀଙ୍କ ଆଗରେ ପ୍ରାର୍ଥନା କରିଛନ୍ତି  । 

ବାର୍ଷିକ ଅନ୍ତରରେ ପାଳିତ ହୋଇଥାଏ ହରଗୌରୀଙ୍କ ଯାତ୍ରା  ।କୁମକୁମ ପର୍ବ ପାଳନ କରି ତମାମ ଜୀବନରେ ସୌଭାଗ୍ୟବତୀ ହେବାର ଆଶା ଓ ବିଶ୍ବାସ ରଖି ପରସ୍ପରର ଶୁଭେଛା କାମନା କରିଥାନ୍ତି ମହିଳା ବ୍ରତୀମାନେ  ।କାୟ ମନୋବାକ୍ୟରେ ନିଷ୍ଠାର ସହିତ ବ୍ରତୀମାନେ ସିଦ୍ଧି ବିନାୟକଙ୍କ ପାଖରେ ଧୂପ ଦୀପ  ଦେଇ ,ତେଲୁଗୁ ସ୍ତ୍ରୋତ ବୋଲି ସ୍ବତନ୍ତ୍ର ଭାବେ ତିଆରି ଦକ୍ଷିଣ ଭାରତୀୟ ନୈବେଦ୍ୟ ଅର୍ପଣ କରି ଏହି ପର୍ବ ପାଳନ କରିଛନ୍ତି  ।
ଦୀର୍ଘ 10 ଦିନ ଧରି ପାଳିତ ହେଉଥିବା ହରଗୌରୀଙ୍କ ଯାତ୍ରାରେ ମହିଳାମାନଙ୍କ କୁମକୁମ ପର୍ବ ଏକ ସ୍ବତନ୍ତ୍ର ସ୍ଥାନ ରଖି ଆସିଛି ଆଜିଯାଏଁ  ।ଖାଲି ସୁବର୍ଣ୍ଣପୁର ସହରର ନୁହେଁ ଏଇ ଯାତ୍ରାରେ ନିଜକୁ ସାମିଲ କରିବାକୁ ବ୍ରହ୍ମପୁର ଓ ଦକ୍ଷିଣ ଭାରତର ବିଭିନ୍ନ ଯାଗାରୁ ଆସୁଥିବା ମହିଳାମାନେ ନିଜକୁ ଏଇ କୁମକୁମ ପର୍ବରେ ସାମିଲ କରିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026

You Might Also Like