-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||     

HOME   ଜିଲ୍ଲା

ମମିତା ମେହର ହତ୍ୟା ଘଟଣା : ବୀରମହାରାଜପୁର ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

23-Oct-2021



ବୀରମହାରାଜପୁର,  ( ବିନୋଦ ପାଣ୍ଡେ  ) : କଲାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ସମିତା ମେହର ଙ୍କ ସେହି ବିଦ୍ୟାଳୟର ସଭାପତି ଗୋବିନ୍ଦ ସାହୁ ଦ୍ବାରା ଅପହରଣ ଓ ହତ୍ଯା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କର ତୁରନ୍ତ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର ଓ ଗିରଫ ଦାବି କରି ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ମୁଖ୍ୟ ଛକ ଠାରେ କେଣ୍ଡେଲ  ହ ଶୋଭାଯାତ୍ରା ଓ ପଥପ୍ରାନ୍ତ ସଭା  ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଯୁବ ବିଜେପି  ସଭାପତି ସନ୍ତୋଷ କୁମାର ଭୋଇ ଙ୍କ ନେତୃତ୍ଵରେ ଅନ୍ନପୂର୍ଣ୍ଣା ରେସିଡ଼େନସି ରୁ ଶତାଧିକ କର୍ମୀ ମାନେ କେଣ୍ଡେଲ ଶୋଭାଯାତ୍ରା ବାହାରି ଥିଲେ । ଜିଲ୍ଲା ସାଧାରଣ ସମ୍ପାଦକ ବେଣୁଧର ଦାସ, ରଘୁବୀର ପାଣିଗ୍ରାହୀ, ଜିଲ୍ଲା ଉପସଭାନେତ୍ରୀ ନଲନୀ ପଣ୍ଡା, ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ଯକାରିଣୀ ସଦସ୍ଯ କିଶୋର ହୋତା,  ଭଗବାନ ବାଘ, ଗୌର ଜଗଧଳା, ଆଶ୍ରୟ ମହାନନ୍ଦ, ବାଗବର  ସରପଞ୍ଚ ବ୍ୟୋମକେଶ ପଣ୍ଡା, ମଣ୍ଡଳ ସଭାପତି ହରିହର ପାତ୍ର ପ୍ରମୁଖ ସହ ଅନେକ କର୍ମୀ ସାମିଲ ଥିଲେ । ସେହିପରି ବୀରମହାରାଜପୁର କଲେଜ ର ଏବିଭିପି ଶାଖା ପକ୍ଷରୁ ମଧ୍ଯ ସହରରେ ଶୋଭାଯାତ୍ରା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like