-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||     

HOME   ଜିଲ୍ଲା

ବିଦାୟ ନେଲେ ମା ଗଜଲକ୍ଷ୍ମୀ

23-Oct-2021



ବୀରମହାରାଜପୁର,  (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ମୁର୍ଷୁଣ୍ଢୀ ରେ ହେଉଥିବା ୩୯ ତମ ଶ୍ରୀ ଶ୍ରୀ  ଗଜଲକ୍ଷ୍ମୀ ପୂଜା ଉଦଯାପିତ ହୋଇଯାଇଛି । ସକାଳୁ ମା'ଙ୍କ ର   ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ପୂର୍ଣାହୁତି ର ହୋମଯଜ୍ଞ ହୋଇଥିଲା । ଏଥିରେ ସମସ୍ତ ସଦସ୍ଯ ହୋମ ରେ ପୁଷ୍ପାଞ୍ଜଳି ପ୍ରଦାନ କରିଥିଲେ । ଭଷାଣି ଉପଲକ୍ଷେ  ମା'ଙ୍କ ଦର୍ଶନ ପାଇଁ ଶହ ଶହ  ଶ୍ରଦ୍ଧାଳୁ ମାନେ  ପୂଜା ମଣ୍ଡପ ପାଖରେ ଉପସ୍ଥିତ ରହିଥିଲେ । ସମସ୍ତ ଶ୍ରଦ୍ଧାଳୁ  ମାନଙ୍କୁ ନେଇ ସାମୁହିକ ପ୍ରସାଦ ସେବନ ହୋଇଥିଲା । ଶାନ୍ତି ଶୃଙ୍ଖଳା ସହ  ମା'ଙ୍କ  ବିଦାୟ ପାଇଁ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଏକ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିଥିଲେ ।  ଗ୍ରାମର ନିକଟସ୍ଥ ହରିହର ଯୋର କୁ ନେଇ ମା ଙ୍କୁ ବିର୍ସଜନ କରାଯାଇଥିଲେ । ଜିଲ୍ଲା ରେ ହେଉଥିବା ସମସ୍ତ ଗଜଲକ୍ଷ୍ମୀ ପୂଜାଠାରୁ ଏହା ସବୁବେଳେ ସର୍ବାଗ୍ରେ ରହିଥାଏ ।  ଗଜଲକ୍ଷ୍ମୀ ଠାରେ ପଣ୍ଡିତ ସଚ୍ଚିଦାନନ୍ଦ ପଣ୍ଡା ଓ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଉ ଥିଲେ ।  ଚିତ୍ତରଞ୍ଜନ ସାହୁ ତାଙ୍କର ଧର୍ମପତ୍ନୀ ରଶ୍ମିତା ସାହୁ କର୍ତ୍ତା ଦାଇତ୍ବ ରହିଥିଲେ । ସେହିପରି ରାମାୟଣ ପାରାୟଣ ଠାରେ ପୂଜକ ପ୍ରଦୀପ କୁମାର ରଥ ପୂଜା କରୁଥିଲେ ।  ସନ୍ତୋଷ ସମର୍ଥ  ଧର୍ମପତ୍ନୀ ବାସନ୍ତୀ ସମର୍ଥ କର୍ତ୍ତା ଦାଇତ୍ବ ବହନ କରିଥିଲେ  । ହନୁମାନ

ପୂଜା ମଣ୍ଡପ ଠାରେ ପୂଜକ ବନମାଳୀ ଚାନ୍ଦ ପୂଜା କାର୍ଯ୍ୟ କରିଥିବା ବେଳେ   କର୍ତ୍ତା ଭାବରେ ସତ୍ଯବନ୍ତ ସିଂ ତାଙ୍କର ଧର୍ମପତ୍ନୀ ମହାଦେଇ ସିଂ ରହିଥିଲେ ।    ଏଥିରେ ପୂଜା କମିଟି ର ଲବ କୁମାର ସାହୁ, ରାଜଗୋପାଳ ପାଣିଗ୍ରାହୀ, ବଳରାମ ପଧାନ, କୁଶ କୁମାର ମହାକୁର, ଧନଞ୍ଜୟ ସାହୁ,ତ୍ରିୟଞ୍ଜିବ ମିଶ୍ର,  ବିଦ୍ୟାଧର  ଖୁର୍ଡିଆ , ସତ୍ଯମୋହନ  ବେଦବାଣୀ, ଶାନ୍ତାନୁ ଖେତି, ଲୋକନାଥ ସାହୁ, ବଲରାମ ପଧାନ, ସୌମ୍ୟରଞ୍ଜନ ରଥ,  ପ୍ରଭାତ ସାହୁ, ମନୋଜ ସାହୁ, ସୁନିଲ ପଧାନ, ଖଗେଶ୍ବର ସାହୁ, ସନ୍ତୋଷ ଜାଲ, ସହଦେବ ମହାକୁର ଙ୍କ ସମେତ ୧୦୦ ଅଧିକ ସଭ୍ୟ  ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like