-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ମମିତାଙ୍କୁ ନ୍ୟାୟ ଦେବା ଦାବିରେ ଝରଣୀରେ ସଭା ଓ ଶୋଭାଯାତ୍ରା

23-Oct-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର)-ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ (ଏଆଇଏମ୍‌ଏସ୍‌ଏସ୍‌)ର ସର୍ବ ଭାରତୀୟ ସାଧାରଣ ସଂପାଦିକା ଛବି ମହାନ୍ତି, ଅଲ ଇଣ୍ଡିଆ ଡେମୋକ୍ରାଟିକ ଷ୍ଟୁଡେଣ୍ଟସ୍ ଅରଗାନାଇଜେସନ (ଏଆଇଡିଏସ୍‌ଓ) ସର୍ବ ଭାରତୀୟ ଉପସଭାପତି ଅଶୋକ ମିଶ୍ର । ଅଲ ଇଣ୍ଡିଆ ଡେମୋକ୍ରାଟିକ୍ ୟୁଥ୍ ଅରଗାନାଇଜେସନ (ଏଆଇଡିୱାଇଓ) ବଲାଙ୍ଗିର ଜିଲ୍ଲା ଯୁଗ୍ମ ଆବାହକ ତାମସ ବେହେରାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମମିତା ମେହେରଙ୍କ ପରିବାର ବର୍ଗଙ୍କୁ ସାକ୍ଷାତ କରି ସମବେଦନା ଜଣାଇଥିଲେ ଓ ମମିତାଙ୍କ ଗ୍ରାମ ଝରଣୀରେ ମମିତାଙ୍କୁ ନ୍ୟାୟ ଦାବିରେ ସଭା ଓ ଶୋଭାଯାତ୍ରା କରିଥିଲେ । ପରିବାର ବର୍ଗଙ୍କ ଦୃଢ ମନୋବଳ ଓ ଗ୍ରାମବାସିଙ୍କ ଅଭୂତପୂର୍ବ ସହଯୋଗ ଏହି ଆନ୍ଦୋଳନକୁ

ଆହୁରି ଶକ୍ତିଶାଳି କରିବ ବୋଲି ବିଶିଷ୍ଟ ନାରୀନେତ୍ରୀ ଛବି ମହାନ୍ତି ମତ ପ୍ରକାଶ କରିବା ସହ ଅବିଳମ୍ବେ ବର୍ମା କମିଶନ ରିପୋର୍ଟ ଅନୁଯାୟୀ ଫାଷ୍ଟଟ୍ରାକ୍ କୋର୍ଟ ମମାଧ୍ୟମରେ ମୁଖ୍ୟ ଆସାମୀ ଗୋବିନ୍ଦ ସାହୁ, ରାଜ୍ୟ ଗୃହମନ୍ତ୍ରୀ ତଥା ସଂପୃକ୍ତ ସମସ୍ତ ଅପରାଧିମାନଙ୍କୁ କଠୋର ରୁ କଠୋର ତମ ଶାସ୍ତି ଦେବା ପାଇଁ ଦାବି କରିଥିଲେ । ଏହି ପ୍ରତିନିଧି ମଣ୍ଡଳିରେ ଏଆଇଏମ୍‌ଏସ୍ ର ରାଜ୍ୟ ସଂପାଦକ ମଣ୍ଡଳି ସଭ୍ୟା ମନ୍ଦୋଦରି ରାଉଳ, ଏଆଇଡିଏସ୍‌ଓ ର ରାଜ୍ୟ ସଂପାଦକ ମଣ୍ଡଳି ସଭ୍ୟ ସୁନିଲ ଭୋଇ, ଏଆଇଡିଏସ୍‌ଓ ଜିଲ୍ଲା ସଂପାଦକ ମଧୁସୁଦନ ବାଗ ସହ ସଂଗଠନର ବହୁ ସଦସ୍ୟ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like