-+91-9937148622 |

prerana_bgr@rediffmail.com |

  Monday 9th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   (09-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   (09-Mar-2026)       ||      ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||      ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   (08-Mar-2026)       ||      ତହଁକ୍ ତିହାର୍ ଉଦଯାପିତ   (08-Mar-2026)       ||      ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   (08-Mar-2026)       ||      ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   (08-Mar-2026)       ||      ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ   (08-Mar-2026)       ||      ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

04-Nov-2020




୧. ସୀମା ବିବାଦର ପ୍ରଭାବ ଅର୍ଥନୀତି ଉପରେ ପଡ଼ିବାକୁ ଦେବୁନି: ନିର୍ମଳା ।

୨. ସେୟ‌ାର ବଜାରକୁ ପ୍ରଭାବିତ କରିପାରେ ଆମେରିକା ନିର୍ବାଚନ ଫଳାଫଳ ।

୩. ଭାରତୀୟ ଅର୍ଥନୀତି ପାଇଁ ନିକଟ ଭବିଷ୍ୟ‌ତରେ ସବୁଠୁ ବଡ଼ ପ୍ରତିବନ୍ଧକ ହେବାକୁ ଯାଉଛି ବ୍ୟାଙ୍କଗୁଡ଼ିକର ବୃଦ୍ଧି ପାଉଥିବା ଅନାଦାୟ ଋଣ ବା ଏନପିଏ ।

୪. ଗୁରୁଗ୍ରାମ: ହୋଣ୍ଡା ମୋଟରସାଇକଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍‌ ପକ୍ଷରୁ ଅକ୍ଟୋବର ମାସରେ ୫,୨୭,୧୮୦ଟି ଗାଡ଼ି ବିକ୍ରି କରାଯାଇଛି ।

୫. ମୁମ୍ବାଇକୁ ହରାଇ ପ୍ଲେ ଅଫ୍‌ରେ ହାଇଦ୍ରାବାଦ ।

୬. ଆଜିଠୁ ମହିଳା ଟି-୨୦ ଚ୍ୟାଲେଞ୍ଜ, ହ୍ୟାଟ୍ରିକ୍‌ ଲକ୍ଷ୍ୟରେ ସୁପରନୋଭାସ ।

୭. ଅଷ୍ଟ୍ରେଲିଆକୁ ହରାଇବାକୁ ଭାରତ ସକ୍ଷମ: ଗାଙ୍ଗୁଲି ।

୮. ରାଜଧାନୀରେ ମାତିଛନ୍ତି ସିନ୍ଧିଚୋର : ବିଧାୟକଙ୍କ କ୍ବାର୍ଟର୍ସରୁ ଚୋରି ।

୯. ହୀରାକୁଦ ଜଳଭଣ୍ଡାରରେ ରାଜ୍ୟର ପ୍ରଥମ ଭାସମାନ ସୌରଶକ୍ତି ଯନ୍ତ୍ର ସ୍ଥାପନ ହେବ ।

୧୦. ଏକାମ୍ରକାନନ ଜମି ସାଧାରଣ ପ୍ରଶାସନ ବିଭାଗକୁ ହସ୍ତାନ୍ତର କରାଯାଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏଥିନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି ।

୧୧. ପଛୁଆ ପାଠ : ଶ୍ରେଣୀକକ୍ଷରେ ଶିକ୍ଷାଦାନ ଏବେ ବି ବଡ଼ ଆହ୍ବାନ ।

୧୨. କଙ୍ଗନାଙ୍କ ବିରୋଧରେ ଜାଭେଦଙ୍କ ମାନହାନି ମାମଲା ।

୧୩. ଏଣିକି ସିଂହଦ୍ବାର ନିକଟରୁ ଭକ୍ତଙ୍କୁ ମିଳିବ ପତିତପାବନ ଦର୍ଶନ ।

୧୪. ବଢ଼ିବନି ବସ୍ ଭଡା ।

୧୫. ଦିଲ୍ଲୀ କ୍ୟାପିଟାଲ୍ସ ୬ ୱିକେଟ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍‌କୁ ହରାଇ ପ୍ଲେଅଫ୍ସରେ ଦ୍ୱିତୀୟ ସ୍ଥାନ ହାସଲ କରିଛି ।

୧୬. ଦିଲ୍ଲୀରେ କରୋନା ଭାଙ୍ଗିଲା ସବୁ ରେକର୍ଡ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭୨୫ ନୂତନ ସଂକ୍ରମିତ ।

୧୭. ପୁରୀ ଜିଲ୍ଲା ସମୁଦ୍ରରେ ଜାରି ହେଲା ମାଛ ଧରା କଟକଣା, କୂଳରୁ ୫ କିଲୋମିଟର ମଧ୍ୟରେ ହୋଇ ପାରିବନି ଫିସିଂ ।

୧୮. କରୋନା ଇଫେକ୍ଟ : ଆର୍ଥିକ କଟକଣା ଅବଧି ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ବଢ଼ିଲା ।

୧୯. ଆସନ୍ତାକାଲିଠୁ ଆହୁରି ଶକ୍ତିଶାଳି ହେବ ଭାରତୀୟ ବାୟୁସେନା ।

୨୦. ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୪୬୨ ଜଣ କରୋନା ଆକ୍ରାନ୍ତ ।

୨୧. ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫.୫ ଲକ୍ଷ ତଳକୁ ଖସିଲା ।

୨୨. ଏକାମ୍ରକାନନ ଫାର୍ମ ବା ଏକାମ୍ର ଉଦ୍ୟାନକୁ କୌଣସି ପରିସ୍ଥିତିରେ ବିକ୍ରି କରିବାକୁ ଦିଆଯିବନି ବୋଲି କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି ।

୨୩. ଏଥର ବାଣ ମନା : କୋଭିଡ୍‌ ପାଇଁ ରାଜ୍ୟରେ ବାଣ ସମ୍ପୂର୍ଣ୍ଣ ନିଷେଧ, କେହି ବାଣ ବିକ୍ରି କରିପାରିବେ ନାହିଁ କି ଫୁଟାଇ ପାରିବେ ନାହିଁ ।

*କରୋନା ଟିପ୍ସ୍ : ମାସ୍କ ପିନ୍ଧା, ହାତଧୁଆ, ସଙ୍ଗରୋଧ, ପୃଥକ ବାସ ନୁହେଁ କଷ୍ଟ କାମ କରୋନା ହାରିବ ଯଦି ମାନିବା ଆମେ ଏହି ନିୟମ -ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   09-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   09-Mar-2026
  ରାଜ୍ୟ  
ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   08-Mar-2026
  ରାଜ୍ୟ  
ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ   08-Mar-2026
  ଜିଲ୍ଲା  
ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ   08-Mar-2026
  ଜିଲ୍ଲା  
ଆନ୍ତର୍ଜାତିକ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   08-Mar-2026
  ଜିଲ୍ଲା  
ତହଁକ୍ ତିହାର୍ ଉଦଯାପିତ   08-Mar-2026

You Might Also Like