-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ୩୪ ନମ୍ବର ଜୋନରେ ବିଜେଡିର ମିଶ୍ରଣ ପର୍ବ

23-Oct-2021



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ୩୪ ନମ୍ବର ଜୋନରେ ବିଜେଡିର ମିଶ୍ରଣ ପର୍ବ ତଥା ଆଗାମୀ ପଂଚାୟତ ନିର୍ବାଚନରେ ବିଜୁ ଜନତା ଦଳକୁ ସୁଦୃଢ଼ କରିବା ପାଇଁ ଏକ କର୍ମୀ ସମିଳନୀ କାର୍ଯ୍ୟକ୍ରମ ବିଜୁ ଯୁବ ବିଜେଡି କାର୍ଯ୍ୟକାରୀ ସଭାପତି ଅନନ୍ତ ନାରାୟଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ସଭା କାର୍ଯ୍ୟରେ ବିଜେଡିର ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ତଥା ବଲାଙ୍ଗୀର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ ମୁଖ୍ୟ ଅତିଥି ଓ ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା, ଜିଲ୍ଲା ଉପ ସଭାପତି ଶ୍ରୀ ପ୍ରଦୀପ ଗୁରୁ, ଜିଲ୍ଲା ସାଧାରଣ ସମ୍ପାଦକ କୈଳାଶଚନ୍ଦ୍ର ମହାନ୍ତି ଓ ବ୍ଲକ ସଭାନେତ୍ରୀ ଜୋତ୍ସ୍ନାମୟୀ ନାଗ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନବୀନ ସରକାରଙ୍କ ବିଭିନ୍ନ ଯୋଜନାରେ ଲୋକେ କିପରି ଉପକୃତ ହେବେ ତାର ବକ୍ତବ୍ୟ ରଖିଥିଲେ l ଏଥିରେ ସରଗାଡ଼, ଉପରବାହାଲ, ତଳିଉଡ଼ାର, ବାଦୀମୁଣ୍ଡା, କୁସମେଲ, ରତାଖଣ୍ଡି, ବାନୀପାଲି ଗ୍ରାମ ପଂଚାୟତର ଶତାଧିକ କର୍ମୀ ନବୀନ ସରକାରଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳରେ ସାମିଲ 

ହେଲେ l କାର୍ଯ୍ୟକ୍ରମକୁ ଯୁବ ସଂଯୋଜକ ସରୋଜ କୁମାର ମହାକୁର ସଂଯୋଜନା କରିଥିବା ବେଳେ ଦିଲିପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ନେହେରୁ ବିଶ୍ୱାଳ, ସରପଞ୍ଚ ରତାଖଣ୍ଡି, ଶେଷଦେବ ଖମାରି, କିରନ ସାହୁ, ଗୋପୀନାଥ ବିଶ୍ୱାଳ, ଅଂଶୁମାନ ଗୁରୁ, ରୋହିତ ପଶାୟତ, ଲାଲବିହାରୀ ସାହୁ, ଜୟକୃଷ୍ଣ ବଗର୍ତି ପ୍ରମୁଖ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026

You Might Also Like