-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିରର ମହିଳା ସଚେତନତା ବୈଠକ 

24-Oct-2021



ବଲାଙ୍ଗିର,(ପ୍ରେରଣା ଖବର) : ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତର ଏକ ମହିଳା ସଚେତନତା ବୈଠକ ଜିଲ୍ଲା ଲୋକ ସମ୍ପର୍କ ବିଭାଗ ଅଧୀନରେ ଥିବା ଗାନ୍ଧୀ ଭବନ ଠାରେ ଆଜି ଅପରାହ୍ନ ଚାରିଟା ବେଳେ ପଞ୍ଚାୟତର ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।
ସଂଗଠନର ପୂର୍ବ କ୍ଷେତ୍ର ସଂଗଠନ ମନ୍ତ୍ରୀ ରାମଚନ୍ଦ୍ର ସ୍ଵାଇଁ ଯୋଗଦେଇ ବକ୍ତବ୍ୟରେ ଖାଉଟୀ ସୁରକ୍ଷା ଆଇନ-୨୦୧୯ ରେ 

 ଗ୍ରହଣ ହୋଇଥିଲେ ମଧ୍ୟ କରୋନା ବେଳେ ସମସ୍ତ କ୍ଷେତ୍ରରେ ଅସ୍ଥିରତା ଥିଲେ ସୁଦ୍ଧା ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ତାର କାର୍ଯ୍ୟ ବନ୍ଦ କରିନଥିଲା । ଅନଲାଇନ ମାଧ୍ୟମରେ କାର୍ଯ୍ୟକ୍ରମ ଚାଲିଥିଲା । ଜିଲ୍ଲା ସ୍ତରୀୟ ଚିଠି ପତ୍ର ଆଦାନ ପ୍ରଦାନ କାମ ମଧ୍ୟ ଚାଲିଥିଲା । ଫଳରେ ୨୦୨୦ ଜୁଲାଇରେ କେନ୍ଦ୍ର ସରକାର ଏହା କାର୍ଯ୍ୟକାରୀ କରିଥିଲେ । ଏହି ପରିବର୍ତିତ ଖାଉଟି ଆଇନ ଯୋଗୁଁ ଅନେକ ସୁବିଧାସୁଯୋଗ ଖାଉଟି ମାନେ ପାଇଁ ପାରୁଛନ୍ତି । ସେ ଖାଉଟି ମାନଙ୍କ ବିଭିନ୍ନ ଦିଗ ଆଲୋଚନା କରି ମହିଳା ମାନଙ୍କୁ ସଚେତନ କରିବା ସହିତ ସଂଗଠିତ ଉଦ୍ୟମ ଦ୍ଵାରା ଅନେକ କାର୍ଯ୍ୟ ସଫଳତାର ସହ ହୋଇପାରୁଥିବା ଦର୍ଶାଇ ଥିଲେ । ସେ ସଚେତନତା ଦିଗରେ ପ୍ରଶ୍ନ ଗୁଡିକର ଉତ୍ତର ରଖି ଥିଲେ ।

ଓଡିଶା ପଶ୍ଚିମ ପ୍ରଚାର ପ୍ରସାର ପ୍ରମୁଖ ଇଞ୍ଜିନିୟର କିଶୋର ମୋହନ ମିଶ୍ର ତାଙ୍କ ବକ୍ତବ୍ୟରେ ପଞ୍ଚାୟତର ସଭ୍ୟ ସଂଗ୍ରହ କରିବା ପାଇଁ ଉଦ୍ୟମ ନଭେମ୍ବର ପର୍ଯ୍ୟନ୍ତ ଚାଲିଛି ଆମେ ଲକ୍ଷ୍ୟ ନେଇ ବଢି ଚାଲିଥିବା ସୂଚନା ଦେଇଥିଲେ ।
ସଭାକୁ ସଭ୍ୟା ରଞ୍ଜିତା ମିଶ୍ର ପରିଚାଳନା କରିଥିଲେ । ପୂର୍ବରୁ ଦୀପ ପ୍ରଜ୍ବଳନ ପରେ ସହ ସମ୍ପାଦିକା ମାଳତୀ ଉଦ୍ଗାତା ସଂଗଠନ ମନ୍ତ୍ର ପାଠ କରିଥିବା ବେଳେ ଶେଷରେ କୁସୁମ ଶତପଥୀ ଶାନ୍ତି ପାଠ କରିଥିଲେ । ସବିତା ଅଞ୍ଜଲି ଉଦଗାତl ଧନ୍ୟବାଦ ଅର୍ପଣ କରିଥିଲେ । ଏହି  ବୈଠକ  ସଫଳତାରେ ଅନ୍ୟମାନଙ୍କ  ମଧ୍ୟରେ ପଞ୍ଚାୟତର  କାର୍ଯ୍ୟକର୍ତ୍ତା ସକ୍ରିୟ ସହଯୋଗ କରିଥିଲେ. 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like