-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||     

HOME   ଜିଲ୍ଲା

୨୦୦୦ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ

24-Oct-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟର ୨୦୦୦ ମସିହା ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଫୁଲଚରା ଆମ୍ବବୁରିଠାରେ ଅନୁଷ୍ଠିତ ଏହି ବନ୍ଧୁମିଳନରେ ୩୨ ଜଣ ପୁର୍ବତନ ଛାତ୍ର ଯୋଗଦେଇଥିଲେ । ଏହି ଅବସରରେ ଆୟୋଜିତ ଆଲୋଚନାରେ ପୁରୁଣା ବନ୍ଧୁମାନଙ୍କ ଭିତରେ ଥିବା ସମସ୍ୟା ଓ ତାର ସମାଧାନ ପାଇଁ ବିଭିନ୍ନ ମତ ଉପସ୍ଥାପନ କରାଯାଇଥିଲା । ଅକାଳରେ ମୃତ୍ୟୁବରଣ କରିଥିବା ବନ୍ଧୁମାନଙ୍କ ସ୍ମୃତି ଚାରଣ କରିବା ସହ ତାଙ୍କର ଅମର ଆତ୍ମାର ସଦଗତି ପାଇଁ ୧ ମିନିଟ ନିରବ ପ୍ରାର୍ଥନା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି ବନ୍ଧୁମିଳନରେ ସତ୍ୟନାରାୟଣ ବାଘ, ସହଦେବ ମେହେର, ଧନେଶ୍ୱର ମେହେର, ବସନ୍ତ ଦେହୁରୀ, ପ୍ରଭଞ୍ଜନ ମଲ୍ଲିକ, ବିଷ୍ମୟ ବିଶ୍ୱାଳ, ଦେବାଶିଷ ପ୍ରଧାନ, ସୁଦାମ ଡାକୁଆ, ସଞ୍ଜୟ ନେଗୀ, ଆଶୁତୋଷ ହୋତା, ପ୍ରିୟବ୍ରତ ସାହୁ, ହିମାଂଶୁ ଖମାରୀ, ସୁବାସ ମେହେର, ବନମାଲି ମେହେର, ବାଲଗୋପାଲ ମିଶ୍ର, ସିଦ୍ଧାର୍ଥ ପୁଝାରୀ, ଆଲୋକ ମିଶ୍ର, ଆଶୁତୋଷ ସେଠୀ, ଗୋବର୍ଦ୍ଧନ ସାହୁ, ସତ୍ୟନାରାୟଣ ପୁରୋହିତ, କମ୍ଭୁ ମହାପାତ୍ର, ମଙ୍ଗୁଳୁ ସେଠୀ, ପ୍ରଭୁଦତ ମେହେର, ନବଜାତ ପଧାନ, ସୌମିତ୍ରୀ ମଲ୍ଲିକ, ଶ୍ରୀପତି ମଲ୍ଲିକ, ରବିନାରାୟଣ ପାତ୍ର, ସତ୍ୟମୋହନ ପଧାନ, ଶ୍ରୀନ୍ନିବାସ ଗାଇଗରୀଆ, ଧର୍ମରାଜ ଜଗଦଲା, ଦୁର୍ଗେଶ ପଣ୍ଡା, ନରେନ୍ଦ୍ର ହୋତା,  ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026

You Might Also Like