-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||     

HOME   ଜିଲ୍ଲା

କୋଦଳା ଥାନା ପକ୍ଷରୁ ଆମ ପୋଲିସ ସମିତି ବୈଠକ

24-Oct-2021



ଗଞ୍ଜାମ, ବେଗୁନିଆପଡା:(ଉମା ମହାରଣା) -ଏହି ବ୍ଲକ ଅନ୍ତର୍ଗତ ଷଣ୍ଢମୂଳ ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ କୋଦଳା ଥାନା ପକ୍ଷରୁ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତିଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୁରୁଷୋତ୍ତମପୁର ଏସ ଡି ପି ଓ ସୂର୍ଯ୍ୟମଣି ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ  ସମାଜରେ ଚାଲିଥିବା ବିଭିନ୍ନ ପ୍ରକାର ଅସାମାଜିକ କାର୍ଯ୍ୟ ବିରୋଧରେ ସମସ୍ତେ ସ୍ୱର ଉତ୍ତୋଳନ କରିବା ସହ ପ୍ରତ୍ୟେକ ପରିସ୍ଥିତିରେ ପୋଲିସର ସହାୟତା ନେବା ପାଇଁ ଲୋକଙ୍କୁ କହିଥିଲେ। ପରିବାରରେ ସମସ୍ତଙ୍କ ସହ

ସୁସମ୍ପର୍କ ରକ୍ଷାକରିବା ସହ  ଛାତ୍ରଛାତ୍ରୀ ଯେପରି କୌଣସି ପରିସ୍ଥିତିରେ ନିଜ ଲକ୍ଷ  ବିଚ୍ୟୁତି ନକରନ୍ତି କି କୌଣସି ଅସାମାଜିକ କାର୍ଯ୍ୟରେ ଲିପ୍ତ ନହୁଅନ୍ତି ସେ ଦିଗରେ ବାପା ମା ସତର୍କ ରହିବା ପାଇଁ ଅନୁରୋଧ କରିଥିଲେ। ଏହା ସହିତ ଗାଁରେ ଘଟୁଥିବା ବିଭିନ୍ନ ଆଇନ ଶୃଙ୍ଖଳା ପରିସ୍ଥିତିରେ ପୋଲିସର ସାହାଯ୍ୟ ନେବା ପାଇଁ ସେ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ  ବେଗୁନିଆପଡା ଫାଣ୍ଡି ଅଧିକାରୀ ସଂଗ୍ରାମ ଦିହୁରୀ, ଷଣ୍ଢମୂଳ ହାଇସ୍କୁଲ ପ୍ରଧାନ ଶିକ୍ଷକ ଶ୍ରଦ୍ଧା ରଞ୍ଜନ ରାୟଙ୍କ ସମେତ ଆମ ପୋଲିସ ସମିତି ସଦସ୍ୟଙ୍କ ସମେତ ଶତାଧିକ ମହିଳା ଓ ପୁରୁଷ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026

You Might Also Like