-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

କୋଭିଡ ୱାରିଅରଙ୍କ ଛୋଟେଇ କୁ ବିରୋଧ କରି ଜିଲ୍ଲାପାଳଙ୍କୁ ସାକ୍ଷାତ

04-Nov-2020



ଢେଙ୍କାନାଳ, (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ) ଢେଙ୍କାନାଳ ଜିଲ୍ଲାର କରୋନା ୱାରିଅର ମାନଙ୍କୁ ଯେଉଁ ଛଟେଇ କରାଯାଇଥିଲା ତାହାକୁ ନେଇ ଜିଲ୍ଲାପାଳଙ୍କୁ ଭେଟିଛନ୍ତି ସଂଘ । ସରକାରଙ୍କ ନିୟମ ଅନୁଯାୟୀ 90 ଦିନର କାର୍ଯ୍ୟ ପରେ ଏଏନଏମ ମାନଙ୍କୁ ଜିଲ୍ଲାପାଳ ଛଟେଇ କରିଦେଇଥିଲେ। ସେମାନଙ୍କୁ ପୁନଃ ନିଯୁକ୍ତି ପାଇଁ ସେମାନେ ଜିଲ୍ଲାପାଳ, ସିଡିଏମଓ ଏବଂ ମନ୍ତ୍ରୀ ପ୍ରଫୁଲ୍ଲ ମାଲିକ ଙ୍କୁ ଜଣାଇଲେ ମଧ୍ୟ କୌଣସି ସନ୍ତୋଷମୂଳକ ଉତ୍ତର ପାଇନଥିଲେ। ସେଥିପାଇଁ ଗତ 26 ତାରିଖ ରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଘ ରାଜ୍ୟ ସଭାପତି ଇଞ୍ଜିନିୟର ଦେବାଶିଷ ହୋତା ଙ୍କ ସହ ଧାରଣା ମଧ୍ୟ ଦେଇଥିଲେ। ଏହାକୁ ଦମନ କରିବାକୁ ଯାଇ ପୋଲିସ ସେମାନଙ୍କୁ ଗିରଫ ମଧ୍ୟ କରିଥିଲା । ଗତକାଲି ଖୋର୍ଦ୍ଧା ସିଡିଏମଓ ଏହି କରୋନା ୱାରିଅରଙ୍କ କାର୍ଯ୍ୟ ସୀମା ବଢାଇଥିବାରୁ, କାହିଁକି ଢେଙ୍କାନାଳ ରେ ସେମାନଙ୍କ କାର୍ଯ୍ୟ ସୀମା ବଢ଼ାଯିବ ନାହିଁ, ସେଥିପାଇଁ ସଂଘ ପ୍ରଶ୍ନ କରିଛି । ବର୍ତ୍ତମାନ ମଧ୍ୟ ଜିଲ୍ଲାରେ 300 ରୁ ଅଧିକ କରୋନା ରୋଗୀ ଥିବା ବେଳେ, ଗାଁ ଗାଁ ବୁଲି କର୍ମୀ ମାନେ ଲୋକଙ୍କ କରୋନା ପରୀକ୍ଷା, ସ୍ୱାବ ସଂଗ୍ରହ ଆଦି କାର୍ଯ୍ୟ ର ଆବଶ୍ୟକତା ରହିଛି ବୋଲି ସଂଘ ଦାବି କରିଛି।  ସଂଘ ଏଥିପାଇଁ ଜିଲ୍ଲାପାଳ ଙ୍କୁ ଭେଟିଥିଲେ ମଧ୍ୟ ସେମାନଙ୍କ କାର୍ଯ୍ୟ ସୀମା ବଢାଯାଇପାରିବ ନାହିଁ ବୋଲି ଜିଲାପାଳ ମନା କରିଦେଇଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like