-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ସବୁଜ ସାଥି ଭାଲୁଡୁଙ୍ଗୁରୀ ଗ୍ରାମରେ ଗଠିତ

24-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ବରଗଡ଼ ଜିଲ୍ଲା ରାଜବୋଡାସମ୍ୱର ବ୍ଳକର ଦହିତା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭାଲୁଡୁଙ୍ଗୁରୀ ଗ୍ରାମରେ ପ୍ରକୃତି ବଂଧୁ ମୀନକେତନ ସାହୁଙ୍କ ଆହ୍ୱାନ କ୍ରମେ ଭାଲୁଡୁଙ୍ଗୁରୀ ବନସୁରକ୍ଷା ସମିତିର ସଭାପତି ଚୈତନ୍ୟ ବରିହାଙ୍କ ସଭାପତିତ୍ବରେ ଗ୍ରାମର ଯୁବକ ମାନଙ୍କୁ ନେଇ ଏକ ବୈଠକ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ବୈଠକରେ ପ୍ରକୃତି ବଂଧୁ ମୀନକେତନ ସାହୁ ଯୋଗଦେଇ ବୃକ୍ଷରୋପଣ, ଜଙ୍ଗଲ ସୁରକ୍ଷା,ବୃକ୍ଷର ଯତ୍ନ ସହ ତାର ବଂଶବିସ୍ତାର ସମ୍ପର୍କରେ ଉଦବୋଧନ ଦେବାସହ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷାପାଇଁ ସମସ୍ତ ଜନସାଧାରଣ ଏଦିଗରେ ସଚେତନ ପୂର୍ବକ ଆଗେଇ ଆସିବାକୁ ଆହ୍ୱାନ ଦେଇଥିଲେ l ଗ୍ରାମର ପିଲାମାନେ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ ପୂର୍ବକ ଉପସ୍ଥିତ ଯୁବକ ମାନଙ୍କୁ ନେଇ ପରିବେଶ ସୁରକ୍ଷା ପାଇଁ କାମ କରିବାକୁ ସବୁଜ ସାଥି ଭାଲୁଡୁଙ୍ଗୁରୀ ନାମରେ ଏକ କମିଟି ଗଠିତ ହେଲା l ଏହି କମିଟିରେ ସୁରେଶ  ମେହେରଙ୍କୁ ସବୁଜ ସାଥିର ମୁଖ୍ୟ ଓ ପ୍ରବକ୍ତା ଭାବେ ଶ୍ୟାମସୁନ୍ଦର ମେହେରଙ୍କୁ ମନୋନୀତ କରାଯାଇଥିବା ବେଳେ ସର୍ବଶ୍ରୀ ରଜନୀକାନ୍ତ ମେହେର, କେଶବ ସେଠ, ସୁଶାନ୍ତ ବରିହା, ଗଙ୍ଗାଧର ସେଠ,ଅଜୟ କୁମାର ଭୋଇ, ରମେଶ ବରି‌ହା, ନାରାୟଣ ସେଠ,ବିଜୟ କୁମାର ଭୋଇ, ପ୍ରଶାନ୍ତ ଦୀପ, ପ୍ରହଲ୍ଲାଦ ସେଠ,ସୁଦାମ ତାଣ୍ଡି, ରବିନ୍ଦ୍ର ମେହେର, ଲକ୍ଷ୍ମଣ ବରି‌ହା,ମୋତିଲାଲ ମେହେର, ଖଗେଶ୍ବର ମେହେର ଏବଂ ସୁଧାଂଶୁ ଶେଖର ଭଇଁଶାଲଙ୍କୁ ସବୁଜ ସାଥି ର ସଭ୍ୟ ଭାବେ ମନୋନୀତ ହେଲେ l ପ୍ରତ୍ୟକ ସଭ୍ୟ ଗୋଟିଏ ଗୋଟିଏ ବୃକ୍ଷ ରୋପଣ ସହିତ ପୋଷ୍ୟ ଭାବେ ଗ୍ରହଣ କରି ପରିବେଶ ସୁରକ୍ଷା କାର୍ଯ୍ୟକ୍ରମକୁ ଆଗକୁ ଆଗେଇ ନେବାକୁ ଶପଥଗ୍ରହଣ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like