-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ଜିଲ୍ଲା

ପ୍ରଦୁଷଣ ମୁକ୍ତ ଭାରତ ସଚେତନତା ପଦଯାତ୍ରୀଙ୍କୁ ରେଡକ୍ରସ କର୍ମୀଙ୍କ ଉତ୍ସାହିତ

24-Oct-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) – ପ୍ରଦୁଷଣ ମୁକ୍ତ ଓ ସ୍ଵଚ୍ଛ ଭାରତ ବର୍ଷର ସପ୍ନ ନେଇ ବାହାରି ଥିବା ତିନି ପଦଚାରୀଙ୍କୁ ରେଡକ୍ରସ କର୍ମୀ ଉତ୍ସାହ ପ୍ରଦାନ କରିଛନ୍ତି । ଅକ୍ଟୋବର ମାସ ୭ ତାରିଖରୁ ରାୟପୁର ଠାରୁ ପଦଯାତ୍ରା ଶୁଭାରମ୍ଭ କରି ସମଗ୍ର ୨୯ ଗୋଟି ରାଜ୍ୟକୁ ଭ୍ରମଣରେ ଯାଇ ସଚେତନ ବାର୍ତ୍ତା ପ୍ରଦାନ କରିବା ପାଇଁ ୩ଜଣ ଯୁବ ପ୍ରତିଭା ଉଦ୍ୟମ ରଖିଛନ୍ତି ।

ଝାରଖଣ୍ଡର ଅମିତ ପାସ୍ବାନ, ଛତିଶଗଡର ସୌରଭ ଦେବାଙ୍ଗନ, ଉତ୍ତରପ୍ରଦେଶର ଅମିତେଶ ଶର୍ମା ପ୍ରମୁଖ ତିନି ଜଣ ଯୁବକ ସ୍ୱଚ୍ଛତା ଓ ପ୍ରଦୁଷଣ ମୁକ୍ତ ବିଚାରଧାରାକୁ ନେଇ ଏହି ଅଭିଯାନରେ ସାମିଲ ଅଛନ୍ତି । ଆବଶ୍ୟକ ନ ଥିଲେ ଗାଡି ତଥା ଯାନ ବ୍ୟବହାର ନ କରି ପାଦରେ ଚାଲି ଜନସାଧାରଣ କାର୍ଯ୍ୟ ସଂପାଦନ କରିବାକୁ ଅନୁରୋଧ କରୁଛନ୍ତି । ଶାରିରୀକ ପରିଶ୍ରମ ଦ୍ଵାରା ପ୍ରତ୍ୟେକ ବ୍ୟକ୍ତି ସୁସ୍ଥ ରହିବେ ଏବଂ ପରିବେଶ ପ୍ରଦୁଷଣ ମୁକ୍ତ ରହିବା ସହିତ କମ୍ ଇନ୍ଧନ ବ୍ୟବାହାର ଦ୍ଵାରା ଭାରତର ଅର୍ଥନୀତିର ବିକାଶ ହୋଇ ପାରିବ ବୋଲି ସେମାନେ ମତ ରଖୁଛନ୍ତି । ଏହି ମହାନ ଉଦ୍ଦେଶ୍ୟକୁ ନେଇ ଆସିଥିବା ପଦଯାତ୍ରୀ ମାନଙ୍କୁ ବରଗଡ ଏବଂ ବଲାଙ୍ଗିର ଜିଲ୍ଲାର

ସୀମାନ୍ତରେ ଥିବା ଆଗଲପୁର ବ୍ଲକ ଅନ୍ତର୍ଗତ ବୁଦୁଲା ପଂଚାୟତର ମହିଖଣ୍ଡ ଗ୍ରାମରୁ ରେଡକ୍ରସ କର୍ମୀ ରବିଚନ୍ଦ୍ର ପଶାୟତ, ରାମ ନାରାୟଣ ଦାଶ, ଦୁର୍ଯ୍ୟୋଧନ ପଶାୟତ ତଥା ଉପସ୍ଥିତ ଗ୍ରାମବାସୀ ମାନେ ଫୁଲତୋଡା ଦେଇ ଶୁଭେଚ୍ଛା ପ୍ରଦାନ କରିଛନ୍ତି ଓ ସୁବର୍ଣ୍ଣପୁର ଜିଲ୍ଲାର ସୀମାରେ ପହଞ୍ଚାଇବାରେ ସେମାନଙ୍କ ଅଭିଯାନରେ ସହାୟକ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like