-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ଜିଲ୍ଲା

ବିଶ୍ବ ପୋଲିଓ ଦିବସରେ ବ୍ରହ୍ମପୁର ରୋଟାରୀ କ୍ଳବ ସମୂହର ସଚେତନତା ରାଲି

24-Oct-2021



ଗଞ୍ଜାମ (ଉମା ମହାରଣା) :ସମଗ୍ର ବିଶ୍ବକୁ ପୋଲିଓ ମୁକ୍ତ କରିବା ପାଇଁ ଆନ୍ତର୍ଜାତୀୟ ରୋଟାରୀ ସଂଗଠନର ଆହ୍ବାନ କ୍ରମେ ବ୍ରହ୍ମପୁର ସହରରେ ସମାଜ ସେବାରେ ସମର୍ପିତ ସମସ୍ତ ରୋଟାରୀ କ୍ଳବ ତରଫରୁ ପୋଲିଓ ହଟାଓ ବାର୍ତ୍ତା ନେଇ ଏକ ମିଳିତ ସଚେତନତା ରାଲି   ଆଜି ସଂଗଠିତ ହୋଇଥିଲା ।ବିଶ୍ବ ପୋଲିଓ ଦିବସ ଉପଲକ୍ଷେ   ଶତାଧିକ ରୋଟାରୀଆନ୍ ଏହି ରାଲିରେ ଯୋଗ ଦେଇ ଜନ ସଚେତନତା ସୃଷ୍ଟି କରିଥିଲେ ।ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର, ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ, ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ମିଡ୍ ଟାଉନ, ରୋଟାରୀ

କ୍ଳବ ଅଫ୍ ବ୍ରହ୍ମପୁର ଇନୋଭେଟିଭ୍, ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ସିଲ୍କ ସିଟି,ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ସେଣ୍ଟ୍ରାଲ,ଇନରହ୍ବିଲ ଇଷ୍ଟ,ରୋଟାରୀୋ କ୍ଳବ ଅଫ୍ପ ଗୋପାଳ ପୁର    ପ୍ରଭୃତି କ୍ଳବର ସଭ୍ୟ ମାନେ ଏକ ମୋଟର ସାଇକେଲ ରାଲିରେ ଖଲ୍ଲିକୋଟ ବିଶ୍ବ ବିଦ୍ୟାଳୟ ଛକଠାରୁ ସକାଳ 8ଟାରେ ଶୁଭାରମ୍ଭ କରି ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ ଛକ ପର୍ଯ୍ୟନ୍ତ ଯାତ୍ରା କରିଥିଲେ ।ରୋଟାରୀ ଢିଲା-3262ର ପୂର୍ବତନ ପ୍ରାନ୍ତ ପାଳ ତଥା ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ନାରାୟଣ ମିଶ୍ର ରୋଟାରୀ ପତାକା ଦେଖାଇ ରାଲିର ଶୁଭାରମ୍ଭ କରିଥିଲେ ଏବଂ ରାଲିର ସଫଳତା କାମନା କରିଥିଲେ ।ସମଗ୍ର ବିଶ୍ବରୁ ପୋଲିଓ ଲୋପ କରିବା ପାଇଁ ସେ ବାର୍ତ୍ତା ପ୍ରଦାନ କରିଥିଲେ ।କ୍ଳବ ସମୂହର ସଭାପତି ବୃନ୍ଦ ମିହିର କୁମାର ପାଣିଗ୍ରାହୀ, କାମରାଜୁ ମହାରଣା, ପ୍ରଶାନ୍ତ କୁମାର ସାହୁ, ସୁଶାନ୍ତ କୁମାର ସାବତ,ଶୁଭେନ୍ଦୁ କୁମାର ସାହୁ, ପ୍ରମୋଦ କୁମାର ପଣ୍ଡା, ଗାୟତ୍ରୀ ପଟ୍ଟନାୟକ,ରୋଟ୍ରାକ୍ଟ ସଭାପତି ଆଶିଷ କୁମାର ପାତ୍ର ,ଜିଲ୍ଲା ସଂପାଦକ ରୋଟାରୀଆନ୍ ଶ୍ରୀନିବାସ ପୃଷ୍ଟି ପ୍ରମୁଖଙ୍କ ନେତୃତ୍ବ ରେସଚେତନତା ରାଲି ସହର ପରିକ୍ରମା କରିଥିଲା।ମେଡିକାଲ

କଲେଜ ଛକଠାରେ ନେତୃମଣ୍ଡଳୀ ଉପସ୍ଥିତ ପତ୍ରକାର ବନ୍ଧୁ ମାନଙ୍କୁ ପୋଲିଓ ଦିବସର ତାତ୍ପର୍ଯ୍ୟ ଓ ଉଦ୍ଦେଶ୍ୟ ଉପରେ ବକ୍ତବ୍ଯ ରଖିଥିଲେ ।ଜୋନାଲ୍     ଚେୟାରମ୍ୟାନ୍ ଜବାହାରଲାଲ ପାଳ, ଅଜିତ କୁମାର ପୃଷ୍ଟି, ଜୟନ୍ତ କିଶୋର ପାତ୍ର, ଭେଙ୍କଟ ଆନନ୍ଦ, ମନୋଜ କୁମାର ବିଷୋୟୀ,ହରିହର ମଲଣା ,ପ୍ରଦୀପ କୁମାର ପଣ୍ଡା, ଜି.ମାଧବ ରାଓ
ଝରଣା ପଣ୍ଡା, ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like