-+91-9937148622 |
prerana_bgr@rediffmail.com |
Saturday 10th October 2026 |
R.N.I. Regd No. ODIODI/2010/46693
Breaking News
24-Oct-2021
ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) :ଆସନ୍ତା କାଲି ସକାଳ ୯ ଘଣ୍ଟା ରେ ବିଜେପି ରାଜ୍ୟ ସଭାପତି ଶ୍ରୀଯୁକ୍ତ ସମୀର ମହାନ୍ତି,ରାଜ୍ୟ ସାଧାରଣ ସମ୍ପାଦକ ରବି ନାୟକ, ରାଜ୍ୟ ସମ୍ପାଦକ କାଳିନ୍ଦୀ ସାମଲ ଓ ଟଙ୍କଧର ତ୍ରିପାଠୀ, ମାନ୍ୟବର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହ ଦେଓ ଓ ବରିଷ୍ଠ ବିଜେପି ନେତା ତଥା ପାଟଣାଗଡ ର ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂହଦେଓଙ୍କ ସହିତ ଝରଣୀ ଗ୍ରାମ କୁ ଯାଇ ମମିତା ମେହେର ଘରକୁ ଯିବାର କାର୍ଯ୍ୟକ୍ରମ ରହିଛି l ପୀଡ଼ିତାଙ୍କ ପରିବାର ସହ ବିଜେପି ନେତୃବୃନ୍ଦ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ଜିଲ୍ଲା ସଭାପତିି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି l