-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର :କୋଶଳିଆ ମାଳି ସମାଜ ସାଂଗଠନିକ ବୈଠକ

25-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ଉଦୀୟମାନ ଯୁବକ ସଂଘ କମ୍ଯୁନିଟି ସେଣ୍ଟର, ବିଜେପୁର ଠାରେ ବିଜେପୁର ବ୍ଲକ୍ ଅନ୍ତର୍ଗତ ବିଜେପୁର ଜୋନ୍ ସ୍ତରୀୟ ସାଂଗଠନିକ ବୈଠକ ମକ୍ତା ପଟେଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଲେଇପାଲି, ସମଲାଇପଦର, ବିଜେପୁର, ଗୁଡ଼ିମୁଣ୍ଡା, ଚାରପାଲି,କଲଙ୍ଗାପାଲି ,କର୍ଲେ ଓ ରାମପୁର ଗ୍ରାମରୁ ଶତାଧିକ ବ୍ଯକ୍ତି ଯୋଗଦାନ କରିଥିଲେ।

ସାମାଜିକ ରୀତିନୀତିରେ କୁସଂସ୍କାର ଓ ବାହ୍ଯ ଆଡ଼ମ୍ବର ବର୍ଜନ କରି ଏକ ଉନ୍ନତ ସମାଜ ଗଠନ ପାଇଁ ଯୁବ ସମାଜ ଆଗେଇ ଆସିବା ପାଇଁ ସୁଶାନ୍ତ ପଟେଲ ଆହ୍ବାନ ଦେଇଥିଲେ। କୌଳିକ ବୃତ୍ତିରେ ଆଧୁନିକ ବୈଜ୍ଞାନିକ କୌଶଳ ପ୍ରୟୋଗ କରି ଅଧିକ ଉତ୍ପାଦନ ସାଙ୍ଗକୁ ଲୋକଙ୍କ ଖାଦ୍ୟାଭାବ ଦୂର କରିବା ଓ

ଆର୍ଥିକ ଅଭିବୃଦ୍ଧି ସମ୍ଭବପର ବୋଲି ଯଦୁମଣି ପଟେଲ ଉଦବୋଧନ ଦେଇଥିଲେ।
 କୋଶଲିଆ ମାଳି ସମାଜ ର ଏକ ସ୍ଥାୟୀ କାର୍ଯ୍ଯାଳୟ ବିଜେପୁରଠାରେ ନିର୍ମାଣ କରାଯିବା ପାଇଁ ସର୍ବସମ୍ମତ ମତପ୍ରକାଶ ପାଇଥିଲା।ସର୍ବଶ୍ରୀ ନିକୁଞ୍ଜ ପଟେଲ, ପ୍ରଶାନ୍ତ ପଟେଲ,ରସିକ ପଟେଲ, ବିହାରୀ ପଟେଲ,କ୍ଷମାନିଧି ପଟେଲ,ଗିରୀଶ ପଟେଲ,ସୁଧାଂଶୁ ଚୌଧୁରୀ,ପ୍ରମୋଦ ପଟେଲ ଙ୍କୁ ନେଇ ଜୋନାଲ କମିଟି ଗଠନ କରାଯାଇଛି।ରଣଜିତ ପଟେଲଙ୍କ ପ୍ରତ୍ଯକ୍ଷ ତତ୍ତ୍ବାବଧାନରେ ସଭାକାର୍ଯ୍ଯ ପରିଚାଳିତ ହୋଇଥିବାବେଳେ ଶେଷ ରେ ପ୍ରେମରାଜ ପଟେଲଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like