-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଦୀର୍ଘ ୧୮ ମାସ ପରେ ଆଜି ଖୋଲିଲା ସ୍କୁଲ, ଚାଲନ୍ତୁ ବୁଲି ଯିବା ପାଇକମାଲ ବ୍ଲକ ର କିଛି ସ୍କୁଲ କୁ....

25-Oct-2021



ପାଇକମାଳ/ପଦ୍ମପୁର:(ରିପୋର୍ଟ : ନିରଞ୍ଜନ ତ୍ରିପାଠୀ)-ଆଜି ରାଜ୍ୟସରକାର ଶିକ୍ଷାବିଭାଗୀୟ ନିର୍ଦ୍ଦେଶାନୁଯାୟୀ  ସମଗ୍ର ଓଡ଼ିଶାରେ ଅଷ୍ଟମ ଶ୍ରେଣୀ ଠାରୁ ଏକାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ଖୋଲିବା ଅବସର ରେ ପାଇକମାଳ ବ୍ଳକ ଅନ୍ତର୍ଗତ ଟେମରୀ କ୍ଳଷ୍ଟର ର ସମସ୍ତ ବିଦ୍ୟାଳୟ ବୁଲିବାର ସୁଯୋଗ ମିଳିଥିଲା l ଦୀର୍ଘ 1୧୮ମାସ ଧରି କରୋନା

ମହାମାରୀ ଯୋଗୁଁ ସ୍କୁଲ ବନ୍ଦଥିଲା l ବର୍ତ୍ତମାନ ସ୍ଥିତି ସ୍ୱାଭାବିକ ହେଉଥିବା ସମୟରେ ସରକାର ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ଆଦେଶ ଜାରି କରିଥିବାରୁ ବିଦ୍ୟାଳୟ ଗୁଡିକ ଖୋଲିବା ନେଇ  ପ୍ରସ୍ତୁତି ଜୋରସୋର କରି କରୋନା ନିୟମାବଳୀ ପାଳନ ପୂର୍ବକ ଆଜି ସ୍କୁଲ   ଖୋଲିଥିଲା l  ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧି ଉତ୍ସାହ ର ସହିତ ବିଦ୍ୟାଳୟ ଆସୁଥିବା ଦେଖିବାକୁ ମିଳିଥିଲା l ଟେମରି ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଟେମରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ,ସୋଢା ଉଚ୍ଚପ୍ରାଥମିକ ସେବାଶ୍ରମ, ମହୁଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପରିଷ୍କାର ପରିଚ୍ଛନ୍ନତା ଓ ପରିବେଶ ବେଶ ଆକର୍ଷଣୀୟ ହୋଇଥିବା ଦେଖିବାକୁ ପାଇଲି l ସ୍କୁଲ ବୁଲା ଶେଷ ମୁଣ୍ଡରେ ରେ ବୁକୁରାମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପହଁଞ୍ଚି ଦେଖିଲି l ନୁଆଁ ରଙ୍ଗରେ ରଙ୍ଗେଈ ହୋଇ ସ୍କୁଲ ବେଶ ଆକର୍ଷଣୀୟ ହୋଇଥିବା ସହ  ଛାତ୍ରଛାତ୍ରୀ ଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରାଯାଉ ଥିବା ଦେଖିଲି l ସମସ୍ତ ଛାତ୍ର ଛାତ୍ରୀ  ମାସ୍କ ପରିଧାନ କରିଥିଲେ , ପ୍ରବେଶ ସ୍ଥାନ ଓ ଶ୍ରେଣୀ କକ୍ଷ ବାହାରେ  ସାନିଟାଇଜର ଛାତ୍ରଛାତ୍ରୀ ଙ୍କ ବ୍ୟବହାର ପାଇଁ  ରଖାଯାଇଥିଲା l ଛାତ୍ର ଛାତ୍ରୀ ଙ୍କ ସଚେତନତା ନିମନ୍ତେ ସ୍କୁଲ କର୍ତ୍ତୃପକ୍ଷ ବିଭିନ୍ନ ସ୍ଥାନରେ  ସଚେତନତା ପୋଷ୍ଟର ଛାପି ଥିବା ଦେଖିବାକୁ ପାଇଲି l ଏହି ପରିପ୍ରେକ୍ଷିରେ ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ, ପାଇକମାଳ ଶ୍ରୀମାନ ପ୍ରେମାନନ୍ଦ ବାରିକ ଗପ ମାଧ୍ୟମରେ  ଛାତ୍ର ଛାତ୍ରୀ ଙ୍କୁ ପ୍ରେରଣାଦାୟୀ ମାର୍ଗଦର୍ଶନ କରି ସମୟ ର ଗୁରୁତ୍ୱ ସମ୍ପର୍କରେ  ବୁଝାଇ ଥିଲେ l ଏହି ଅବସରରେ ସାଧନ କେନ୍ଦ୍ର ସଂଯୋଜକ ଆଞ୍ଚଳିକ ଟେମରୀ ନାରାୟଣ ମେହେର ମଧ୍ୟ ଛାତ୍ର ଛାତ୍ରୀ ଙ୍କୁ ଉଚିତ ମାର୍ଗଦର୍ଶନ କରି ନିୟମିତ ବିଦ୍ୟାଳୟ ଆସିବା ପାଇଁ ବାର୍ତ୍ତା ଦେଇଥିଲେ l ଅବସର ପ୍ରାପ୍ତ ଶିକ୍ଷକ ବୈଲୋଚନ ଭୋଇ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ସମ୍ବନ୍ଧିୟ ଦିଗଦର୍ଶନ ଦେବା ସଙ୍ଗେ ସଙ୍ଗେ କୋଭିଡ ନିୟମ କୁ ପାଳନ କରିବାକୁ ଅନୁରୋଧ କରିଥିଲେ l  ସରକାରଙ୍କ ନିର୍ଦେଶାନୁସାରେ ଶିକ୍ଷକ, ଶିକ୍ଷୟିତ୍ରୀ ଗଣ ପ୍ରଥମ ଓ ଦ୍ଵିତୀୟ ଦିନ ଛାତ୍ର ଛାତ୍ରୀ ଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ

ପ୍ରତିଯୋଗିତା କୁଇଜ,ତର୍କ, ଗୀତ, ଗପ ମାଧ୍ୟମରେ ଶ୍ରେଣୀ ଶିକ୍ଷାଦାନ ର ପ୍ରାରମ୍ଭ କରିବା ନେଇ ସୂଚନା ପ୍ରଦାନ କରିଥିଲେ l ଶେଷରେ ଏତିକି କାମନା   ଦୀର୍ଘ ଦିନରୁ ଶ୍ରେଣୀକକ୍ଷ ରୁ ଦୂରରେ ଥିବା ଛାତ୍ରଛାତ୍ରୀ ଙ୍କ ଶିକ୍ଷା ର ଯେଉଁ କ୍ଷତି ହୋଇଛି ସରକାର ଙ୍କ ପ୍ରତିକାର ମୂଳକ ତଥା ଗଠନ ମୂଳକ ଶିକ୍ଷଣ ଓ ଗୁରୁ ଗୁରୁଜନ ଙ୍କ ଉଚିତ ମାର୍ଗ ଦର୍ଶନ ରେ ଭରଣା ହେଇଯାଉ l କୁନି   କୁନି ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ଉଜ୍ବଳମୟ ହେଉ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ