-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||     

HOME   ଜିଲ୍ଲା

୧୫ ଶ୍ରମିକ ଉଦ୍ଧାର ଦଲାଲ୍ ଓ ଡ୍ରାଇଭର ଗିରଫ

25-Oct-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ଗୋଟିଏ ଦାଦନ ପ୍ରବଣ ଅଞ୍ଚଳ ହୋଇଥିବାବେଳେ ଏବେ ସେହି ଦାଦନ ଚାଲାଣ ଋତୁ ଆସିଥିବାରୁ ଦାଦନ ଦଲାଲ୍ ମାନେ ଗାଁ ଗାଁ କୁ ଆସି ଦାଦନ ମାନଙ୍କୁ ବାହାର ରାଜ୍ୟ ନେବାକୁ ବସିଲେଣି। ସୂଚନାଯୋଗ୍ୟ ଯେ ୨୪/୧୦/୨୧ ବିଲମ୍ବିତ ରାତି ରେ ବେଲପଡା ପୋଲିସ ୧୫ ଜଣ ଦାଦନ ଶ୍ରମିକ ଉଦ୍ଧାର କରିବା ସହ ୨ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗତକାଲି ରାତିରେ ଲୋଇସିଂହା ଅଞ୍ଚଳ ରୁ ଦାଦନ ଶ୍ରମିକ ଆଣି ବେଲପଡା ଥାନା ବେହେରା ମୁଣ୍ଡା ଗାଁ ର ଧର୍ମେନ୍ଦ୍ର ରାଉତ ଦାଦନ ଚାଲାଣ କରୁଥିବା ବେଳେ ଦର୍ହୋମୁଣ୍ଡା ଜଙ୍ଗଲ ଠାରୁ ଶ୍ରମିକ ଉଦ୍ଧାର କରିବା ସହ ସର୍ଦ୍ଦାର ଓ ଦର୍ଲିମୁଣ୍ଡା ର ଅଶୋକ ସାହୁ କୁ ଗିରଫ କରି ଥାନାକୁ ଆଣିଥିଲେ। ଦାଦନ ଶ୍ରମିକ ମଧ୍ୟରେ ୬ ମହିଳା ୭ଜଣ ପୁରୁଷ ଓ ୨ ଜଣ ଶିଶୁ ଥିଲେ। ଥାନା ରେ କେଶ ନମ୍ବର ୨୨୯/୨୧ ମାମଲା ରୁଜୁ କରି ସୋମବାର କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି। ଛୋଟ ଛୋଟ ପିମ୍ପୁଡ଼ି ମାନଙ୍କୁ ଧରି ବେଲପଡା ପୋଲିସ ବାହୋସ୍ପଟ ମାରୁଥିବା ବେଳେ କଣ୍ଟାବାଞ୍ଜି ଅଞ୍ଚଳର ବଡ଼ ବଡ଼ ଦାଦନ ଦଲାଲ୍ ବେଲପଡା ଅଞ୍ଚଳ ରୁ ଅନେକ ଦାଦନ ଶ୍ରମିକ ନେଉଛନ୍ତି ବୋଲି ଜନସାଧାରଣରେ ଚର୍ଚ୍ଚା ହେଉଛି। ଏମାନଙ୍କ ପ୍ରତି ଯଦି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାହୁଅନ୍ତା ତାହେଲେ ବହୁତ ଭଲ ହୁଅନ୍ତା ବୋଲି ଅଞ୍ଚଳରେ ରେ ଲୋକେ କୁହାକୁହି ହେଉଥିବା ଶୁଣିବାକୁ ମିଳୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026

You Might Also Like