-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||     

HOME   ଜିଲ୍ଲା

ମମିତା ମେହର ହତ୍ୟା ଘଟଣା ପ୍ରତିବାଦ ରେ ବୀରମହାରାଜପୁର ବନ୍ଦ

25-Oct-2021



ବୀରମହାରାଜପୁର, ( ବିନୋଦ ପାଣ୍ଡେ   ) : କଲାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ସମିତା ମେହର ଙ୍କ ସେହି ବିଦ୍ୟାଳୟର ସଭାପତି ଗୋବିନ୍ଦ ସାହୁ ଦ୍ବାରା ଅପହରଣ ଓ ହତ୍ଯା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କର ତୁରନ୍ତ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର ଓ ଗିରଫ ଦାବି କରି ଆଜି ସୁବର୍ଣ୍ଣପୁର ଜିଲ୍ଲା

ବୀରମହାରାଜପୁର ଯୁବ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନପାଳନ ହୋଇଛି । ସକାଳୁ ଯୁବ ମୋର୍ଚ୍ଚା ର କର୍ମୀ ମାନେ  ମୁଖ୍ୟ ଛକ ଠାରେ ଉପସ୍ଥିତ ରହି ସରକାରବିରୋଧୀ ସ୍ଳୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏହି ମାମଲାରେ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କୁ ବହିଷ୍କାର ଦାବି ଓ ଏହାର ନିରପେକ୍ଷ ସିବିଆଇ ତଦନ୍ତ କରିବା ସହ ମମିତା ଙ୍କୁ ନ୍ୟାୟ ଦେବା ପାଇଁ ଦଳ ପକ୍ଷରୁ ପ୍ରଦର୍ଶନ କରିଛନ୍ତି । ଜରୁରୀ ସେବାକୁ ବାଦ ଦେଲେ ସମସ୍ତ ଦୋକାନ ବଜାର ସହିତ ଗାଡି ଚାଳାଚଳ ଠବ ହୋଇଥିବା ବେଲେ ସରକାରୀ କାର୍ଯ୍ୟାଳୟ ସହ ସମସ୍ତ ପେଟ୍ରୋଲ ପମ୍ପ ମଧ୍ଯ ଦଳ ପକ୍ଷରୁ ବନ୍ଦ କରାଯାଇଥିଲା ।  ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସନ୍ତୋଷ କୁମାର ଭୋଇ,  ଜିଲ୍ଲା ପରିଷଦ ସଭ୍ଯା 

ଗାୟତ୍ରୀ ପାଣିଗ୍ରାହୀ,  ଜିଲ୍ଲା ସାଧାରଣ ସମ୍ପାଦକ ବେଣୁଧର ଦାସ, ରଘୁବୀର ପାଣିଗ୍ରାହୀ, ଜିଲ୍ଲା ଉପସଭାନେତ୍ରୀ ନଲନୀ ପଣ୍ଡା, ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ଯକାରିଣୀ ସଦସ୍ଯ କିଶୋର ହୋତା,  , ଗୌର ଜଗଧଳା, ଆଶ୍ରୟ ମହାନନ୍ଦ,  ମଣ୍ଡଳ ସଭାପତି ହରିହର ପାତ୍ର ପ୍ରମୁଖ ସହ ଅନେକ କର୍ମୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026

You Might Also Like