-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||     

HOME   ଅପରାଧ

ଅନୁଗୁଳ - ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।

04-Nov-2020



*ଅନୁଗୁଳ ଜିଲ୍ଲା ବଇଣ୍ଡା ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ ବାସଭବନରେ ଆଜି ସକାଳୁ କଟକ ଓ ଅନୁଗୁଳ ଭିଜିଲାନ୍ସ ବିଭାଗ ମିଳିତ ଚଢ଼ାଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ତେବେ ଏବେ ମଧ୍ୟ ଚଢ଼ାଉ ଜାରି ରହିଥିବା ଯୋଗୁଁ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଛି ଭିଜିଲାନ୍ସ ବିଭାଗ । ଚଢ଼ାଉ ବେଳେ ଯନ୍ତ୍ରୀଙ୍କ ଘରୁ ନଗଦ ୮୧ ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି!!*ବସନ୍ତଙ୍କ ଜଗତସିଂହପୁର ସିଠାଳ ଗ୍ରାମରେ ଥିବା ପୈତୃକ ଘର, ଶ୍ୱଶୂର ଘର ଓ ସ୍ତ୍ରୀଙ୍କ ନାଁରେ ଥିବା ୪ ମହଲା ଘର ଏବଂ ବଇଣ୍ଡାର ସରକାରୀ ଘର ଓ ଅଫିସରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ । ବସନ୍ତଙ୍କ ଠାରୁ ନଗଦ ୮୧ ହଜାର ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ସୂଚନା ମିଳିଛି । ଏହାସହ ପ୍ରାୟ ୫୦୦ ଗ୍ରାମ୍‌ର ସୁନା, ରୁପା, ବ୍ୟାଙ୍କ ପାସ୍‌ ବୁକ୍‌, ଫିକ୍ସ ଡିପୋଜିଟ୍‌ ବଣ୍ଡ, ଏଲ୍‌ଆଇସି ବଣ୍ଡ, ଜମିପଟ୍ଟା କରାଯାଇଛି । ଅନ୍ୟପଟେ କଟକ ଓ କେନ୍ଦ୍ରାପଡାରେ ଭିଜିଲାନ୍ସ ଟିମ୍‌ ଚଢାଉ ଜାରିରଖିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026

You Might Also Like