-+91-9937148622 |
prerana_bgr@rediffmail.com |
Thursday 8th October 2026 |
R.N.I. Regd No. ODIODI/2010/46693
Breaking News
26-Oct-2021
ଭୁବନେଶ୍ବର (ଶୁଭାଶିଷ ନାୟକ) ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି କଂଗ୍ରେସ ମଧ୍ୟ ଜାରି ରଖିଛି ଆନ୍ଦୋଳନ । ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଆଜି ଛାତ୍ର କଂଗ୍ରେସ ପକ୍ଷରୁ ନବୀନ ନିବାସ ଘେରାଉ କରାଯିବ । ଦିନ ୧୨ଟାରେ ମମିତା ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ଦିବ୍ୟଶଙ୍କର ଗିରଫ ଓ ଇସ୍ତଫା ଦାବି କରି ନବୀନ ନିବାସ ଘେରାଉ କରାଯିବ । ଏହି ଘେରାଉରେ ଛାତ୍ର କଂଗ୍ରେସର ଜିଲ୍ଲା ସଭାପତି ଓ କର୍ମକର୍ତା ଏବଂ କର୍ମକର୍ତ୍ତା ଅଂଶ ଗ୍ରହଣ କରିବାକୁ ଗତକାଲି ଆହ୍ୱାନ ଦେଇଇଥିଲେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ।