-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ - ଜନ ଜୀବନରେ ସାଧୁତା ଓ ସ୍ୱଚ୍ଛତା ବଜାୟ ରଖିବାର ସଂକଳ୍ପ - ପ୍ରତ୍ୟେକ ନିଜେ ନିଜ ସ୍ତରରେ ଵିଵେକାନୁମୋଦିତ ଭାବେ କର୍ତ୍ତବ୍ୟ ସମ୍ପାଦନ ସହ ମୂଲ୍ୟବୋଧଭିତ୍ତିକ ସେବା ଯୋଗାଇବାକୁ ଗୁରୁତ୍ୱାରୋପ

26-Oct-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) ଭାରତର ପୂର୍ବତନ ପ୍ରଥମ ଉପ ପ୍ରଧାନମନ୍ତ୍ରୀ ଭାରତରତ୍ନ  ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ପୁଣ୍ୟ ଜନ୍ମ ତିଥି ପାଳନ ଅବସରରେ ସମଗ୍ର ଦେଶରେ ସେଣ୍ଟ୍ରାଲ ଭିଜିଲାନ୍ସ କମିଶନର ଙ୍କ ନିର୍ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ଚଳିତ ବର୍ଷ   ଅକ୍ଟୋବର 26 ରୁ ନଭେମ୍ବର 1 ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି l ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ୟାଳୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଦୁର୍ନୀତିର ମୁଳୋତ୍ପାଟନ କରିବା ପାଇଁ ସାଧୁତା ଓ ସ୍ୱଛତା ବଜାୟ ରଖି ଅନୁଷ୍ଠାନର ଅଭିବୃଦ୍ଧି ଓ ସୁଖ୍ୟାତି ନିମନ୍ତେ ସତର୍କତା ଅବଲମ୍ବନ ପୂର୍ବକ ବିନାଦ୍ଵିଧାରେ ଏବଂ ବିବେକାନୁମୋଦିତ ଭାବେ କର୍ତ୍ତବ୍ୟ ସମ୍ପାଦନ କରି ଜନସାଧାରଣଙ୍କୁ ମୂଲ୍ୟବୋଧଭିତ୍ତିକ ସେବା ଯୋଗାଇଦେବା

ପାଇଁ ଶପଥ ପାଠ କରାଇଥିଲେ l ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ପ୍ରାରମ୍ଭିକ ସୂଚନା ଦେବାସହ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନର ଉଦ୍ଦେଶ୍ୟ ସମ୍ୱନ୍ଧରେ ଅବଗତ କରାଇଥିଲେ l ଏହି ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ ମିଞ୍ଜ,  ଜିଲ୍ଲା ସ୍ତରୀୟ ଅଧିକାରୀ,ଡେପୁଟି କଲେକ୍ଟର,  ସହକାରୀ ଜିଲ୍ଲାପାଳ, ବିଭିନ୍ନ ଶାଖା ଅଧିକାରୀ, ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ର ଅଧିକାରୀ ଓ ସମସ୍ତ କର୍ମଚାରୀ ସମେତ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ସୁବର୍ଣ୍ଣପୁର ତରଫରୁ ତୁଷାର କାନ୍ତ ମହାପାତ୍ର- ଆରକ୍ଷୀ ନିରୀକ୍ଷକ, ବିଭାଗୀୟ କର୍ମଚାରୀ ନନ୍ଦ କିଶୋର ବଗର୍ତ୍ତୀ, ବିଷ୍ଣୁପ୍ରସାଦ ଜାଲ, ଦିଲୀପ କୁମାର ଭୂୟାଁ ପ୍ରମୁଖ ଯୋଗଦାନ କରିଥିଲେ l ଏହି ସପ୍ତାହ ପାଳନ ଅବସରରେ ଦୁର୍ନୀତି ନିବାରଣ  ବିଭାଗ ତରଫରୁ ସପ୍ତାହ ବ୍ୟାପି  ବିଭିନ୍ନ ଜନସଚେତନତା କାର୍ଯ୍ୟକ୍ରମ ଏବଂ ଗ୍ରାମ ସଭା ଅନୁଷ୍ଠିତ କରାଯିବାର ଯୋଜନା ରହିଛି l ଆସନ୍ତା ତା 29/10/21ସକାଳ 08-00 ଘଣ୍ଟା ସମୟରେ ଜନସଚେତନତା ପାଇଁ ସୋନପୁର ସହରରେ ସ୍ଥାନୀୟ ବ୍ଲକ  ଛକ ଠାରୁ ଗାନ୍ଧୀ ପଡିଆ ପର୍ଯ୍ୟନ୍ତ  ଏକ ୱlକାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଏହି କାର୍ଯ୍ୟକ୍ରମ ରେ ନେହେରୁ ଯୁବ କେନ୍ଦ୍ର,  ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ର ଯୁବକ ଯୁବତୀ, ବିଭିନ୍ନ ବିଭାଗ ର କର୍ମଚାରୀପ୍ରମୁଖ ଅଂଶଗ୍ରହଣ କରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like