-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କଲାହାଣ୍ଡି ପୁଲିସ ଓ ଚିତ୍ତରଞ୍ଜନ ଯୁବକ ସଂଘ ପକ୍ଷ ରୁ ରକ୍ତଦାନ ଶିବିର

04-Nov-2020



କଳାହାଣ୍ଡି'(ତ୍ରିନାଥ ବେଶ୍ରା ) - କଳାହାଣ୍ଡି  ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ  କେସିଙ୍ଗା ବ୍ଲକ ଅନ୍ତର୍ଗତ ହାତୀଖୋଜ ପଞ୍ଚାୟତ ସ୍ଥିତ ହାତୀଖୋଜ ପ୍ରାଥମିକ ବିଦ୍ୟାଳୟ ଠାରେ ଓଡିଶା ପୋଲିସ ଓ ଚିତ୍ତରଞ୍ଜନ  ଯୁବକସଂଘ ହାତୀଖୋଜ  ଦ୍ୱାରା   ଏକ ସ୍ବେଛାକୃତ ରକ୍ତ ଦାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି ।  ଏହି ରକ୍ତ ଦାନ ଶିବିରରେ  କେସିଙ୍ଗା  S.D.P.O. ଶ୍ରୀଯୁକ୍ତ - ଗୁପ୍ତେଶ୍ୱର ଭୋଇ ,  I.I.C  ଅଶୋକ କୁମାର ମହାପାତ୍ର ,  A.S.I.ପଲମ ଅସିତ କୁମାର ପଣ୍ଡା ,   ହାତୀଖୋଜ ସରପଞ୍ଚ  ଶ୍ରୀମତୀ -ପଦ୍ମାବତୀ ସାହୁ  ସମେତ  ଚିତ୍ତରଞ୍ଜନ ଯୁବକସଂଘର  ସଭାପତି ଜିତେନ୍ଦ୍ର ନାଏକ,  ସମ୍ପାଦକ ପ୍ରସନ୍ନ  କୁମାର ପ୍ରଧାନ , ହାତୀଖୋଜ ବିଦ୍ୟାଳୟର ଶିକ୍ଷକ ସରୋଜ କୁମାର ପଧାନ ଏବଂ ଚିତ୍ତରଞ୍ଜନ ଯୁବକ ସଂଘର ସମସ୍ତ ସଦସ୍ୟ  ପ୍ରମୁଖ ଯୋଗ ଦେଇଥିଲେ I ଚିତ୍ତରଞ୍ଜନ ଯୁବକ ସଂଘର 40 ଜଣ ସଭ୍ୟ ଯୋଗ ଦେଇ  କାର୍ଯ୍ୟରେ ସହଯୋଗ କରିଥିଲେ l ଏହି ଶିବିରରେ କେସିଙ୍ଗା  CHC  ର ଡ଼. ଶତପଥୀ ,   ଭବାନୀପାଟଣା  ମୁଖ୍ୟ ଡାକ୍ତରଖାନାର L:T: କୃଷ୍ଣ ଚନ୍ଦ୍ର ସାହୁ  ,  L:T:  ଅଜିତ କୁମାର ନାଏକ ରକ୍ତଭଣ୍ଡାର କର୍ମଚାରୀ ଯୋଗ ଦେଇ  ରକ୍ତ ସଂଗ୍ରହ କରିଥିଲେ l ଏହି ସ୍ବେଛାକୃତ ରକ୍ତଦାନ ଶିବିରରେ  62 ୟୁନିଟ ରକ୍ତ ସଂଗ୍ରହ କରାଯାଇଛି l ଏହି ଶିବିରରେ ସିଙ୍ଗାରୀ ବାହାଲ , ଭାଲୁଡୁଙ୍ଗରି  , ପଲମ , ବେଲଖଣ୍ଡି , ପଳସା ପଡା  ଆଖପାଖ ଅଞ୍ଚଳରୁ ସମସ୍ତେ  ଆସି ସ୍ବେଛାକୃତ ଭାବରେ ରକ୍ତଦାନ କରିଥିଲେ l  ଏହି ଶିବିର ରେ କୋଭିଡ -19 କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ  ରଖାଯାଇ ରକ୍ତଦାନ ଶିବିରଟି ଅନୁଷ୍ଠିତ ହୋଇଥିଲା ଏବଂ ଶିବିରରେ  ରକ୍ତଭଣ୍ଡାର କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ପୂର୍ଣ୍ଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like