-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡ଼କ୍ରସ ତରଫରୁ "ବିଶ୍ୱ ହାତଧୂଆ ଦିବସ ପାଳିତ

27-Oct-2021



ସୁବର୍ଣ୍ଣପୁର, ଉଲୁଣ୍ଡା(ଗୌରଚନ୍ଦ୍ର  ପରିଛା) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡ଼କ୍ରସ ତରଫରୁ ଆଜି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ରେ ପାଳନ ହେଉଛି "ବିଶ୍ୱ ହାତଧୂଆ ଦିବସ " l ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଙ୍କ ଆହ୍ୱାନ କ୍ରମେ ଉଲୁଣ୍ଡା ବ୍ଲକ ଜାଲୋଏ ପଂଚାୟତ ଅନ୍ତର୍ଗତ କୈରାଝୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଅଷ୍ଟମ ଶ୍ରେଣୀର ଛାତ୍ର ଛାତ୍ରୀ ଙ୍କୁ ନେଇ କୋଭିଡ ମାର୍ଗଦର୍ଶନ କୁ ପାଳନ କରି ହାତଧୂଆ କାର୍ଯ୍ୟକ୍ରମ ଆୟୋଜିତ ହୋଇଅଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଜନାର୍ଦନ ସାହୁ ଙ୍କ ନେତୃତ୍ୱ ରେ ଏବଂ ସମସ୍ତ ସହକାରୀ ଶିକ୍ଷକ ଙ୍କ ସାହାଯ୍ୟ ସହଯୋଗ ରେ ଜୁନିଅର ରେଡ଼କ୍ରସ ପରାମର୍ଶ ଦାତା ହୃଷିକେଶ ଚାନ୍ଦ, ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ହାତଧୂଆ ର 6 ଟି ସୋପାନ ଶିଖେଇ ଥିଲେ l ତତ୍ପରେ ଛାତ୍ର ଛାତ୍ରୀ ମାନେ ଉପଯୁକ୍ତ ସୋପାନ ମାଧ୍ୟମରେ ହାତ ଧୋଇବା ସହ ଘରେ  ପରିବାର ର ଅନ୍ୟ ସଦସ୍ୟ ଓ ପଡୋଶୀ ମାନଙ୍କୁ ଏ ଦିଗରେ ବୁଝାଇବା ପାଇଁ  ଶପଥ ଗ୍ରହଣ କରିଥିଲେ l ଏ ଅବସରରେ ଜାଲୋଏ ଆଞ୍ଚଳିକ ସାଧନ କର୍ମୀ ଶ୍ରୀଯୁକ୍ତ ଦାଶରଥୀ ନାଏକ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ରେଡ଼କ୍ରସ ର ମହାନତା ବିଷୟରେ ଆଲୋକପାତ କରିଥିଲେ l ବିଦ୍ୟାଳୟ ରେ ଆୟୋଜିତ ଅଭିଭାବକ ଶିକ୍ଷକ ସଙ୍ଘ ର ବୈଠକ ରେ ଉପସ୍ଥିତ ମା ମାନେ ମଧ୍ୟ ଛଅ ଗୋଟି ସୋପାନ ମାଧ୍ୟମରେ ହାତ ଧୋଇଥିଲେ l ବିଦ୍ୟାଳୟ ଜୁନିଅର ରେଡ଼କ୍ରସ ୟୁନିଟ ର ଅନ୍ୟତମ ସଦସ୍ୟ ତଥା ସହକାରୀ ଶିକ୍ଷକ ଶରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like