-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||     

HOME   ଜିଲ୍ଲା

ଋଣ ସଂଯୋଗୀକରଣ ଓ ସମନ୍ବୟ ମେଳା, ୨୦୨ ଟି ସ୍ୱୟଂ ସହାୟକ ଗୋଷ୍ଠୀ ଙ୍କୁ ୩ କୋଟି ୮୪ଲକ୍ଷ ଋଣ ମଞ୍ଜୁର

27-Oct-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :-ବରଗଡ଼ ଜିଲ୍ଲା ପଦ୍ମପୁର ସ୍ଥିତ ଟାଉନ ହଲ ଠାରେ ବୁଧବାର ଦିନ ଋଣ ସଂଯୋଗୀକରଣ ଓ ସମନ୍ବୟ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି lଓଡିଶା ଜୀବିକା ମିଶନ ଏବଂ ଲିଡ ବ୍ୟାଙ୍କ ପକ୍ଷରୁ ମିଳିତ ଉଦ୍ୟମରେ ଆୟୋଜିତ ଏହି ଋଣମେଳାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଜୀବିକା ମିଶନ ପ୍ରକଳ୍ପ ସଂଯୋଜକ ଶ୍ରୀମାନ ଶଙ୍କର ଚଲାନ l

ଉପସ୍ଥିତ ହୋଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ lସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମାନ ସୋନୁ ବାଗ,ସି.ଡି.ପି.ଓ ସୁନୀତି ଦେବତା,ଏଫ୍.ଆଇ.ସି କିଶୋର ଚନ୍ଦ୍ର ପଣ୍ଡା ଅଂଶ ଗ୍ରହଣ କରିଥିଲେ lବି.ପି.ଏମ ଶ୍ରୀମାନ ସତ୍ୟ କୁମ୍ଭାର ଙ୍କ ଦ୍ଵାରା ଅତିଥି ପରିଚୟ ପ୍ରଦାନ ଓ କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଜ୍ଞାପନ ପରେ ଲିଡ ବ୍ୟାଙ୍କ ଏସ.ବି.ଆଇ ର ଅଧିକାରୀ ସୀତାରାମ ମେହେର ବିଭିନ୍ନ ସରକାରୀ ଯୋଜନା ଜରିଆରେ ଥିବା ବ୍ୟାଙ୍କ ଋଣ ଓ ରିହାତି ବ୍ୟବସ୍ଥା ଉପରେ ପ୍ରାଞ୍ଜଳ ଭାବରେ ବୁଝାଇଥିଲେ lଉପସ୍ଥିତ ଅତିଥି ମାନେ ନିଜ ବକ୍ତବ୍ୟ ମାଧ୍ୟମରେ ସରକାରୀ ଯୋଜନା ର ଫାଇଦା ହାସଲ କରିବା ସହ ଚୀର ସ୍ଥାୟୀ ଜୀବିକା ଉପରେ ଗୁରୁତ୍ବ ଦେଇଥିଲେ lଋଣ ସଂଯୋଗୀକରଣ ଓ ସମନ୍ବୟ କାର୍ଯ୍ୟକ୍ରମରେ ପଦ୍ମପୁର ବ୍ଳକ ର ୧୪ ଗୋଟି

ବ୍ୟାଙ୍କ ରୁ ଶାଖା ପ୍ରବନ୍ଧକ ମାନେ ଯୋଗଦାନ କରିଥିବାବେଳେ ୧୩ ଟି ବ୍ୟାଙ୍କ ଦ୍ୱାରା ୨୦୨ ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀ କୁ ୩ କୋଟି ୮୪ଲକ୍ଷ ଟଙ୍କା ର ଋଣ ମଞ୍ଜୁରୀ ପତ୍ର ବଣ୍ଟନ କରାଯାଇଥିଲା lକାର୍ଯ୍ୟକ୍ରମ ପରିଚାଳନା ରେ ଯୋଗେଶ୍ୱରୀ ଧରୁଆ,ଦୀପକ ସାହୁ,ଦେବ ମହାନନ୍ଦ, ବ୍ୟାଙ୍କ ମିତ୍ର,ସି.ଆର.ପି ଓ ଏମ୍.ବି.କେ ମାନେ ସମ୍ପୁର୍ଣ୍ଣ ଭାବେ ସହଯୋଗ କରିଥିଲେ lଶେଷରେ ନିତ୍ୟାନନ୍ଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026

You Might Also Like