-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||     

HOME   ଜିଲ୍ଲା

ଦୃଷ୍ଟିହୀନ ବିଦ୍ୟାର୍ଥୀ ଙ୍କୁ ରେଡ଼ିଓ ବଣ୍ଟନ କାର୍ଯ୍ୟକ୍ରମ

27-Oct-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା) ଭିନ୍ନକ୍ଷମଙ୍କ ଶିକ୍ଷା ପୁନର୍ବାସ ଓ ସଶକ୍ତି କରଣ ଦିଗରେ କାର୍ୟ୍ୟରତ ସ୍ବେଚ୍ଛାସେବୀ ସଂଗଠନ ସେବା ଦ୍ଵାରା ଦୃଷ୍ଟିହୀନ ଛାତ୍ର ଛାତ୍ରୀମାନଙ୍କୁ ରେଡିଓ ବଣ୍ଟନ କାର୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକରେ ଜାତୀୟ ଦୃଷ୍ଟିବାଧିତ ଅନୁଷ୍ଠାନ, ମୁମ୍ବାଇଙ୍କ ଆର୍ଥିକ ଓ ବୈଷୟିକ ସହାୟତାରେ ସେବା ଦ୍ଵାରା ପରିଚାଳିତ ଦୃଷ୍ଟି ବାଧିତ ଛାତ୍ର ଛାତ୍ରୀମାନଙ୍କ ନିମନ୍ତେ ସମନ୍ଵିତ ଶିକ୍ଷା ଯୋଜନା ଅନ୍ତର୍ଗତ ସମସ୍ତ ୩୦ ଜଣ ଦୃଷ୍ଟି ହୀନ ଛାତ୍ର ଛାତ୍ରୀମାନେ ଏହା ଦ୍ଵାରା ରେଡ଼ିଓ ପାଠଶାଳା ଓ ଶିକ୍ଷା ସୁରଭି କାର୍ୟକ୍ରମ ମାଧ୍ୟମରେ ଘରେ ଶିକ୍ଷା ଗ୍ରହଣ କରି ପାରିବେ। ଏହି ଅବସରରେ ସେବାର ଉପସଭାପତି ସଞ୍ଜୟ କୁମାର ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ଵର ପାଣିଗ୍ରାହୀ ମୁଖ୍ୟ ଅତିଥି ରୁପେ ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଗଣ ଶିକ୍ଷା ବିଭାଗ ଦ୍ଵାରା କୋରାନା ମହାମାରୀ ଯୋଗୁଁ ବିଦ୍ୟାଳୟ ଆସି ପାରୁନଥିବା ଛାତ୍ର ଛାତ୍ରୀମାନଙ୍କ ପାଇଁ ଆରମ୍ଭ ହୋଇଥିବା ରେଡିଓ ପାଠଶାଳା ଓ ସ୍ବେଚ୍ଛାସେବୀ ସଂଗଠନ “ଆଇଆଇସି’ ଦ୍ଵାରା ଆରମ୍ଭ ହୋଇଥିବା “ଶିକ୍ଷା ସୁରଭି’କୁ ରେଡିଓମାଧ୍ୟମରେ ଶୁଣିବା ପାଇଁ ଦୃଷ୍ଟି ବାଧିତ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଅତ୍ୟନ୍ତ ଲାଭ ଦାୟକ ହେବ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ରୁପେ ସେବାର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜା ଓ ବରିଷ୍ଠ ସଭ୍ୟ ହରେକୃଷ୍ଣ ପରମଗୁରୁ ଯୋଗ ଦେଇ ଦୃଷ୍ଟି ହୀନ ଶିଶୁଙ୍କ ଶିକ୍ଷାଦାନରେ ରେଡିଓର ଭୂମିକା ଉପରେ ଆଲୋକପାତ କରିଥିଲେ। ସେବା ସ୍ଵତନ୍ତ୍ର ବିଦ୍ୟାଳୟର ଅଧକ୍ଷ ବୈକୁଣ୍ଠ ନାଥ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସମନ୍ଵିତ ଶିକ୍ଷା ପ୍ରକଳ୍ପର ଶିକ୍ଷୟତ୍ରୀ ପାୟସ୍ୱିନି ରଥ, ଶିକ୍ଷକ ଲୋକଜିତ ପରିଡ଼ା, ନବ କିଶୋର ମଲ୍ଲିକ, ଦିଲ୍ଲୀପ କୁମାର ସାହୁ, ବିଚିତ୍ର ପ୍ରଧାନ ଓ ପ୍ରଶାନ୍ତ କୁମାର ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026

You Might Also Like