-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ରାଜନୀତି

ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଗିରଫ ଦାବିରେ ଏସପି ଅଫିସ ଘେରାଉ

27-Oct-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ମମିତା ମେହେର ହତ୍ୟାକାଣ୍ଡର ଦୂରାଚାରୀଙ୍କ ବିରୁଦ୍ଧରେ ସ୍ୱର ଉତ୍ତୋଳନ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗିରଫ ଦାବିରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ମାଦିକୁନ୍ଦା ଛକଠାରୁ ଏକ ରାଲି ବାହାରି ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ପକ୍ଷରୁ ଏସପି ଅଫିସ ଘେରାଉ କରାଯାଇଥିଲା । ପୋଲିସ ବିଜୁଜନତା ଦଳର ଗୁଣ୍ଡା ମାନଙ୍କୁ ସୁରକ୍ଷା ଦେଉଥିବା ମଧ୍ୟ ଅଭିଯୋଗ କରିଥିଲେ । ବିକ୍ଷୋଭ କାର୍ଯ୍ୟକ୍ରମରେ ବିଜେପିର ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ, ଜିଲ୍ଲା ସଭାପତି ଜଗନ୍ନାଥ ସାହୁ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କମଳା କାନ୍ତ ପାଣ୍ଡେ, ଭଗବାନ ମହାନ୍ତି, ଲିଙ୍ଗରାଜ ଦଳବେହେରା, ଦେବ ନାରାୟଣ ପ୍ରଧାନ, ଜିଲ୍ଲା ଉପସଭାପତି ରମେଶଚନ୍ଦ୍ର ମହାନ୍ତି, ଅନୁସୂଚିତ ଜାତିମୋର୍ଚ୍ଚା ସାଧାରଣ ସମ୍ପାଦକ ଲୁଲୁ ବେହେରା, ଜିଲ୍ଲା ସଂପାଦକ ଦେବରାଜମୁଖି, ଯୁବମୋର୍ଚ୍ଚା ସଭାପତି ଗୋଲକବିହାରୀ କହଁର, ସଂଯୋଜକ ଜଗନ୍ନାଥ ସାହୁ, ଗ୍ରାମୀଣ ମଣ୍ଡଳ ସଭାପତି ଆଦିତ୍ୟ କହଁର, ଖଜୁରୀପଡା ମଣ୍ଡଳ ସଭାପତି ଦଶରଥ ସାହୁ, ଫୁଲବାଣୀ ନଗର ସଭାପତି ସୁଶାନ୍ତ ମହାନ୍ତି, ମାମି ବେହେରାଙ୍କ ସହ ବିଜେପିର ବହୁ ପଦାଧିକାରୀ ଏବଂ କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ । ଜିଲ୍ଲା ସମ୍ପାଦକ ପରେଶ ମହାପାତ୍ର, ଟିକାବାଲି ମଣ୍ଡଳ ସଭାପତି ଜିତେନ୍ଦ୍ର ଡାକୁଆ, ଯୁବ ମୋର୍ଚ୍ଚାର ସୁଧାଂଶୁ ଗୁରୁ ପ୍ରମୁଖ ଯୋଗ ଦେଇ ସ୍ୱର ଉତ୍ତୋଳନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like