-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ସିୟଲ ସମାଜର ବାର୍ଷିକୋତ୍ସବ ଅନୁଷ୍ଠିତ

27-Oct-2021



ବରଗଡ(ନିରଞ୍ଜନ ତ୍ରିପାଠୀ) :-ଅତାବିରା ବ୍ଲକ ଗୋଡଭଗା ସ୍ଥିତ ମାଁ ସମଲେଶ୍ଵରୀ ମନ୍ଦିର  ପରିସରରେ ଯୁବ ସାମ୍ବାଦିକ  ସୌମ୍ୟ ବେହେରାଙ୍କ  ଆହ୍ବାନ କ୍ରମେ   ବରଗଡ଼ ଜିଲ୍ଲା  ସିୟଲ ସମାଜର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ସିୟଲ ସମାଜର  ବରିଷ୍ଠ ତଥା ପୂର୍ବତନ ବିଧାୟକ କୁମର ବେହେରା  ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ  ସିୟଲ   ସମାଜର ରାଜ୍ୟ ସଂଯୋଜକ ଭରତ ବେହେରା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ। ସିୟଲ ସମାଜର  ସଭାପତି ଉମେଶ ବେହେରା ମଞ୍ଚ ପରିଚାଳନା କରିଥିଲେ।   ଟୋପ ହାଇସ୍କୁଲ ର ବିଜ୍ଞାନ ଶିକ୍ଷୟିତ୍ରୀ ଅନୁସୂୟା ଦେବତା, ପର୍ବତାରୋହୀ ଲିପିକା ସେଠ ଓ ସଦସ୍ୟ ପ୍ରଫୁଲ୍ଲ ବେହେରା ସମ୍ମାନିତ ଅତିଥି ଭାବେ  ମାଞ୍ଚାସିନ  ଥିଲେ। ନିମନ୍ତ୍ରିତ ଅତିଥି ମାନଙ୍କ ଦ୍ଵାରା ଇଷ୍ଟ ଦେବୀ ମାଁ ଦୁର୍ଗାଙ୍କ ଫଟୋଚିତ୍ର ରେ ଦୀପ ପ୍ରଜ୍ବଳନ ଓ ଭକ୍ତି ସୁମନ ଅର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ପ୍ରଥମେ ସ୍ବର୍ଗତ ଲିଙ୍ଗରାଜ ବେହେରାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ଏହାପରେ ମଞ୍ଚାସୀନ ଅତିଥିମାନେ  ନିଜ ନିଜ ଅଭିଭାଷଣରେ ତଥା ମୁଖ୍ୟ ବକ୍ତା ସୀୟଲ ସମାଜର ବହୁବିଧ ଉନ୍ନତି ପାଇଁ ମିଳିତ ଭାବେ କାମ କରି ସମାଜର ପ୍ରତ୍ୟେକ ବ୍ୟକ୍ତିଙ୍କ ମଧ୍ୟରେ ଏକତା ବଜାୟ ରଖିବା,ପରସ୍ପର ମଧ୍ୟରେ ସହଯୋଗର ହାତ ବଢ଼ାଇ ତାକୁ ସମାଜରେ ପ୍ରତିଷ୍ଠିତ କରିବା ପାଇଁ ପ୍ରୟାସ ଜାରି ରଖିବା ପାଇଁ ଆହ୍ବାନ ଜଣାଇଥିଲେ।ଏହି ଅବସରରେ ଜନସେବା କଲ୍ୟାଣ ଟ୍ରଷ୍ଟ ର ପ୍ରତିଷ୍ଠାତା ମୁକୁନ୍ଦ ଦାଶଙ୍କୁ କରୋନା ଯୋଦ୍ଧା ସମ୍ମାନ, ଶିକ୍ଷୟିତ୍ରୀ, ସମାଜ ସେବୀ ତଥା କବୟିତ୍ରୀ ଅନୁସୂୟା ଦେବତାଙ୍କୁ ସେବା ସାରସ୍ଵତ ସମ୍ମାନ, ସାମ୍ବାଦିକ ନବୀନ ଦାଶ ଓ ସୌମ୍ୟ ବେହେରା ଙ୍କୁ ଯୁବ ସାମ୍ବାଦିକ ସମ୍ମାନ, ପର୍ବତାରୋହୀ ଲିପିକା ସେଠ ଙ୍କୁ ପ୍ରତିଭା ସମ୍ମାନ, କୋଷଲି ସମ୍ବଲପୁରୀ  କବି କିଶୋର ପାତ୍ର ଙ୍କୁ ଯୁବ କବି ସମ୍ମାନ ଓ ବରଗଡ଼ ର ଅଲିସା ଅଗ୍ରୱାଲ,ବଳରାମ ସାହୁ ଓ ଯତୀନ ସାହୁ ଙ୍କୁ କଳାକାର ସମ୍ମାନ ମୁଖ୍ୟ ଅତିଥିଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ସିୟଲ ସମାଜର  ସମସ୍ତ  କର୍ମକର୍ତ୍ତା ସହଯୋଗ କରିଥିବା ବେଳେ ସମ୍ପାଦକ ରାମଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା  କୁନି କୁନି କଳାକାର ମାନଙ୍କ ସମ୍ବଲପୁରୀ ନୃତ୍ୟର ତାଳେ ତାଳେ  ସିୟଲ ସମାଜ ଝୁମି ଉଠିଥିଲା। ଜିଲ୍ଲା ର କୋଣ ଅନୁକୋଣ ରୁ ସିୟଲ ସମାଜର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like