-+91-9937148622 |
prerana_bgr@rediffmail.com |
Thursday 6th August 2026 |
R.N.I. Regd No. ODIODI/2010/46693
Breaking News
28-Oct-2021
ଭୁବନେଶ୍ବର, ୨୦୨୨ ରେ ହେବ ପଂଚାୟତ ନିର୍ବାଚନ। ସେଥିପାଇଁ ରାଜ୍ୟନିର୍ବାଚନ କମିଶନଙ୍କ ତତ୍ତ୍ଵାବଧନା ରେ ପ୍ରସ୍ତୁତି ଜାରିରହିଛି ବୋଲି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପାଢୀ ସୂଚନା ଦେଇଛନ୍ତି । କେନ୍ଦ୍ର ନିର୍ଵାଚନ କମିଶନ ଜାନୁଆରୀ ୧, ୨୦୨୧ ସୁଦ୍ଧା ଭୋଟର ଲିଷ୍ଟ ପ୍ରଦାନ କରିସାରିଛନ୍ତି। ଏହି ଭୋଟର ତାଲିକା ସଂଶୋଧନ ହେବା ପୂର୍ବରୁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ଡକାଯାଇଛି। ସର୍ବଦଳୀୟ ବୈଠକରେ ଭୋଟର ତାଲିକା ସଂଶୋଧନ ନେଇ ଆଲୋଚନା ହେବ। ଧାର୍ଯ୍ୟ ତାରିଖ ଅନୁସାରେ ଜିଲାମାନେ ସେମାନଙ୍କର ସଂରକ୍ଷଣ ତାଲିକା ପ୍ରଦାନ କରିବେ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପାଢୀ ।